ନାତୁଣୀକୁ ଅଜା ଦୁଷ୍କର୍ମ କରିଥିବା ଅଭିଯୋଗ

ବୀରମିତ୍ରପୁର (ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଥାନା ଅଞ୍ଚଳରେ ଜଣେ ଛଅ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ସନ୍ଧ୍ୟାରେ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୁଲିସ୍ ଆଜି ସକାଳେ ଅଭିଯୁକ୍ତ କିଶୋର ତିର୍କୀଙ୍କୁ ଗିରଫ କରି ପଚରାଉଚରା କରୁଛି। ତାଙ୍କ ଘର କୁଆଁରମୁଣ୍ଡା ଥାନା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଅଭିଯୁକ୍ତ କିଶୋର ଉକ୍ତ ନାବାଳିକାଙ୍କ ସମ୍ପର୍କୀୟ ଅଜା ବୋଲି ଜଣାପଡ଼ିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

rape-2

rape-2

Tapaswini Nayak
  • Published: Tuesday, 10 March 2020
  • Updated: 10 March 2020, 01:39 PM IST

Sports

Latest News

ବୀରମିତ୍ରପୁର (ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଥାନା ଅଞ୍ଚଳରେ ଜଣେ ଛଅ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ସନ୍ଧ୍ୟାରେ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୁଲିସ୍ ଆଜି ସକାଳେ ଅଭିଯୁକ୍ତ କିଶୋର ତିର୍କୀଙ୍କୁ ଗିରଫ କରି ପଚରାଉଚରା କରୁଛି। ତାଙ୍କ ଘର କୁଆଁରମୁଣ୍ଡା ଥାନା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଅଭିଯୁକ୍ତ କିଶୋର ଉକ୍ତ ନାବାଳିକାଙ୍କ ସମ୍ପର୍କୀୟ ଅଜା ବୋଲି ଜଣାପଡ଼ିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos