ଗଛରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!

ନୂଆପଡ଼ା (ମାୟାଧର ସରାଫ): ସେମାନେ ପରସ୍ପରକୁ ଭଲ ପାଉଥିଲେ। କିନ୍ତୁ ଆଜି ସକାଳେ ସେମାନଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ଗୋଟିଏ ରଶିରେ ଦୁହେଁ ଝୁଲି ପଡ଼ିଥିଲେ। ମୃତକ ଦ୍ୱୟ ହେଉଛନ୍ତି ଶିବା ମାଝୀ ଓ ରଞ୍ଜିତା ମାଝୀ। ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଅନ୍ତର୍ଗତ ପାୱାରତଲା ଗାଁର ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଉଭୟେ ପାୱାରତଲା ଗାଁର। ଚାଷ ଜମି ପାଖରେ ଗଛରେ ସେମାନଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି […]

yoyo

yoyo

Jitendra Garnayak
  • Published: Sunday, 04 November 2018
  • Updated: 04 November 2018, 11:18 AM IST

Sports

Latest News

ନୂଆପଡ଼ା (ମାୟାଧର ସରାଫ): ସେମାନେ ପରସ୍ପରକୁ ଭଲ ପାଉଥିଲେ। କିନ୍ତୁ ଆଜି ସକାଳେ ସେମାନଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ଗୋଟିଏ ରଶିରେ ଦୁହେଁ ଝୁଲି ପଡ଼ିଥିଲେ।

ମୃତକ ଦ୍ୱୟ ହେଉଛନ୍ତି ଶିବା ମାଝୀ ଓ ରଞ୍ଜିତା ମାଝୀ।

ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଅନ୍ତର୍ଗତ ପାୱାରତଲା ଗାଁର ଏକ ମହୁଲଗଛରୁ ଝୁଲନ୍ତା ଅବସ୍ଥାରେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଉଭୟେ ପାୱାରତଲା ଗାଁର।

ଚାଷ ଜମି ପାଖରେ ଗଛରେ ସେମାନଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ଗାଁ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ।

ଏହା ଏକ ଆତ୍ମହତ୍ୟା ଘଟଣା ବୋଲି କୁହାଯାଉଛି। ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ିନି। ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story