ଜମିଜମା ବିବାଦକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣ: ୬ ଆହତ

ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଗଜାମ୍ୱ ଗାଁରେ ଜମିଜମା ବିବାଦକୁ କେନ୍ଦ୍ର କରି  ଗୋଟିଏ ପରିବାର ଉପରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବ୍ରହ୍ମପୁର ଓ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି କୃତିବାସ ଓଝା, ମଧୁସୂଦନ ଓଝା, ସ୍ୱପଣେଶ୍ୱର ଓଝା, ନବକିଶୋର ଓଝା ଓ ସନ୍ତୋଷ ଓଝା। ଗାଁରେ ଉତ୍ତେଜନା ଲାଗି ରହିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ […]

attack

Rakesh Mallick
  • Published: Thursday, 05 July 2018
  • , Updated: 05 July 2018, 01:38 PM IST

ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଗଜାମ୍ୱ ଗାଁରେ ଜମିଜମା ବିବାଦକୁ କେନ୍ଦ୍ର କରି  ଗୋଟିଏ ପରିବାର ଉପରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବ୍ରହ୍ମପୁର ଓ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହତ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି କୃତିବାସ ଓଝା, ମଧୁସୂଦନ ଓଝା, ସ୍ୱପଣେଶ୍ୱର ଓଝା, ନବକିଶୋର ଓଝା ଓ ସନ୍ତୋଷ ଓଝା। ଗାଁରେ ଉତ୍ତେଜନା ଲାଗି ରହିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story