ଜଳେଶ୍ୱର(ଅଜିତ କୁମାର ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଷ୍ଟେସନରେ ଏକ ଅଭାବନୀୟ ଘଟଣା ଘଟିଛି। ଚୋର ଭାବି ଜଣେ ଯୁବକଙ୍କୁ ନିର୍ଧୁମ ପିଟିଛନ୍ତି ଯାତ୍ରୀ। ରେଳବାଇ ପୁଲିସ୍ ଉକ୍ତ ସମୟରେ ଉପସ୍ଥିତ ଥିଲେ ମଧ୍ୟ ନୀରବଦ୍ରଷ୍ଟା ସାଜିଛି।
ସୂଚନା ଅନୁସାରେ, ଆଜି ଜଳେଶ୍ୱର ରେଳ ଷ୍ଟେସନରେ କେତେକ ଯାତ୍ରୀ ଖଡ଼ଗପୁର-ଭଦ୍ରକ ଟ୍ରେନରେ ଚଢ଼ିଥିଲେ। ଏହି ସମୟରେ ଜଣେ ଯାତ୍ରୀଙ୍କ ମୋବାଇଲ ହଜି ଯାଇଥିଲା। ଏହା ଦେଖି ନିକଟରେ ବୁଲୁଥିବା ଜଣେ ଯୁବକଙ୍କୁ ଅନ୍ୟ ଯାତ୍ରୀମାନେ ଚୋର ଭାବି କାବୁ କରି ନେଇଥିଲେ।
ଏହାପରେ ତାଙ୍କୁ ନିର୍ଧୂମ ପିଟି ରେଳବାଇ ପୁଲିସ୍କୁ ହସ୍ତାନ୍ତର କରିଥିଲେ। ତେବେ ଏହି ଘଟଣା ସମୟରେ ଷ୍ଟେସନରେ ରେଳବାଇ ପୁଲିସ୍ ଉପସ୍ଥିତ ଥିଲେ ମଧ୍ୟ ନିରବଦ୍ରଷ୍ଟା ସାଜିଥିଲେ। ରେଳବାଇ ପୁଲିସ ସଂପୃକ୍ତ ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଛି। ହେଲେ ତାଙ୍କ ନିକଟରୁ କୌଣସି ମୋବାଇଲ ମିଳି ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।