ଅବକାଶଙ୍କୁ ପିଟି ପିଟି ମାରିଦେଲେ !

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଭିଏସ୍ଏସ୍ ନଗର ଅଞ୍ଚଳର ଏକ ଘର ଭିତରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଅବକାଶ ପାଇକରାୟ। ତାଙ୍କ ଘର ନୟାଗଡ଼ ଜିଲ୍ଲା ସୁନାଖଳାରେ। ସେ ରାଜ୍ୟ ସଂଗ୍ରହାଳୟରେ ଅସ୍ଥାୟୀ କର୍ମଚାରୀ ଭାବେ ଚାକିରି କରୁଥିଲେ। ଅବକାଶଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ସହିଦ ନଗର ଥାନାରେ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ବିବାଦ ଯୋଗୁ ଏହି ହତ୍ୟାକାଣ୍ଡ […]

murder

murder

Jyoshna Pradhan
  • Published: Sunday, 13 October 2019
  • Updated: 13 October 2019, 02:08 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଭିଏସ୍ଏସ୍ ନଗର ଅଞ୍ଚଳର ଏକ ଘର ଭିତରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଅବକାଶ ପାଇକରାୟ। ତାଙ୍କ ଘର ନୟାଗଡ଼ ଜିଲ୍ଲା ସୁନାଖଳାରେ। ସେ ରାଜ୍ୟ ସଂଗ୍ରହାଳୟରେ ଅସ୍ଥାୟୀ କର୍ମଚାରୀ ଭାବେ ଚାକିରି କରୁଥିଲେ।

ଅବକାଶଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ସହିଦ ନଗର ଥାନାରେ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ବିବାଦ ଯୋଗୁ ଏହି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ପୁଲିସ୍ ଘଟଣାର ଖୋଳତାଡ଼ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story