ଶୋଇଥିବା ବେଳେ ଜଳିଗଲେ

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଓଳାଶ ଗାଁରେ ଗତକାଲି ବିଳମ୍ବିତ ରାତିରେ ନିଆଁରେ ପୋଡ଼ି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଘରଟି ମଧ୍ୟ ସମ୍ପୂର୍ଣ୍ଣ ଜଳି ଯାଇଛି। ମୃତକ ହେଲେ ନିତ୍ୟାନନ୍ଦ ଗୋଛାୟତ। ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଗତକାଲି ବିଳମ୍ବିତ ରାତିରେ ନିତ୍ୟାନନ୍ଦ ଶୋଇଥିବା ବେଳେ ଘରେ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।

house

Tapaswini Nayak
  • Published: Monday, 29 October 2018
  • , Updated: 29 October 2018, 12:17 PM IST

ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଓଳାଶ ଗାଁରେ ଗତକାଲି ବିଳମ୍ବିତ ରାତିରେ ନିଆଁରେ ପୋଡ଼ି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଘରଟି ମଧ୍ୟ ସମ୍ପୂର୍ଣ୍ଣ ଜଳି ଯାଇଛି।

ମୃତକ ହେଲେ ନିତ୍ୟାନନ୍ଦ ଗୋଛାୟତ। ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ।

ଗତକାଲି ବିଳମ୍ବିତ ରାତିରେ ନିତ୍ୟାନନ୍ଦ ଶୋଇଥିବା ବେଳେ ଘରେ ନିଆଁ ଲାଗି ଯାଇଥିଲା।
ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।

Related story