ଦୁର୍ଘଟଣା ପରେ ବାଇକ୍‌ ସହ ଜଳିଗଲେ ଯୁବକ

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ଦୁର୍ଘଟଣା ପରେ ବାଇକ୍ ସହ ଜଳିଗଲେ ଯୁବକ। ନୟାଗଡ଼ ଜିଲ୍ଲା ଦଶପଲ୍ଲାର ରଙ୍ଗମାଟିଆରେ ୫୭ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଘଟଣା। ଏକ ଆମ୍ବୁଲାନ୍ସ ସହ ମୁହାଁମୁହିଁ ଧକ୍କା ପରେ ଜଳିଗଲେ ସମ୍ପୃକ୍ତ ଯୁବକ। ଖବର ପାଇ ଦଶପଲ୍ଲା ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚିଥିଲେ। ତେବେ ସେତେବେଳକୁ ଯୁବକଙ୍କର ମୃତ୍ୟୁ ହୋଇସାରିଥିଲା। ତାଙ୍କ ମୃତଦେହକୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଛି। ତେବେ ତାଙ୍କ ପରିଚୟ ମିଳିପାରି ନାହିଁ।

amulance

amulance

Jitendra Garnayak
  • Published: Tuesday, 15 September 2020
  • Updated: 15 September 2020, 01:38 PM IST

Sports

Latest News

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ଦୁର୍ଘଟଣା ପରେ ବାଇକ୍ ସହ ଜଳିଗଲେ ଯୁବକ। ନୟାଗଡ଼ ଜିଲ୍ଲା ଦଶପଲ୍ଲାର ରଙ୍ଗମାଟିଆରେ ୫୭ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଘଟଣା।

ଏକ ଆମ୍ବୁଲାନ୍ସ ସହ ମୁହାଁମୁହିଁ ଧକ୍କା ପରେ ଜଳିଗଲେ ସମ୍ପୃକ୍ତ ଯୁବକ। ଖବର ପାଇ ଦଶପଲ୍ଲା ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚିଥିଲେ। ତେବେ ସେତେବେଳକୁ ଯୁବକଙ୍କର ମୃତ୍ୟୁ ହୋଇସାରିଥିଲା। ତାଙ୍କ ମୃତଦେହକୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଛି। ତେବେ ତାଙ୍କ ପରିଚୟ ମିଳିପାରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos