କଟକ (ପ୍ରଭାତ ବିଷୋୟୀ): କଟକ ରେଳ ଷ୍ଟେସନର ୭ ନମ୍ବର ପ୍ଲାଟଫର୍ମରେ ଛିଡ଼ା ହୋଇଥିବା ଏକ ଟ୍ରେନ୍ରେ ଚଢ଼ି ଜଣେ ଯୁବକ ଜିଅନ୍ତା ଜଳି ଯାଇଛନ୍ତି। ଯୁବକଜଣକ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ଏପରି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ସେ ମାନସିକ ବିକାରଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି।
ଆଜି ସକାଳେ ଏକ କୋଇଲା ବୋଝେଇ ଟ୍ରେନ୍ ଷ୍ଟେସନରେ ଛିଡ଼ା ହୋଇଥିବା ବେଳେ ଉକ୍ତ ଯୁବକ ସେଥିରେ ଚଢ଼ି ଯାଇଥିଲେ। ଏହାପରେ ଉଚ୍ଚଶକ୍ତି ସଂପନ୍ନ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜିଅନ୍ତା ଜଳିଯାଇଥିଲେ। କଟକ ଜିଆରପି ପୁଲିସ୍ ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଚ୍ ରାସ୍ତାରେ ଓଆଇସିଙ୍କ ଦାଦାଗିରି, ଫଟୋ ଭାଇରାଲ ପରେ ହେଲା ବଦଳି
କିଛି ଦିନ ତଳେ ରାତିରେ ଟି-ବ୍ରିଜ୍ ଉପରେ ଘଟିଛି ଏହି ଘଟଣା।
Miscellaneous
ନୂଆବର୍ଷରୁ ନୂଆ ବ୍ୟବସ୍ଥା; ବାରିକେଡରେ ଯାଇ ଦର୍ଶନ କରିବେ ଶ୍ରଦ୍ଧାଳୁ
ଓବିସିସି ଦ୍ୱାରା ଡାଇଗ୍ରାମ କରାଯାଇଥିବା ରାଂପ୍ ବ୍ୟବସ୍ଥା ନୂଆବର୍ଷ ପୂର୍ବରୁ ନିର୍ମାଣ ଶେଷ କରାଯିବ। ଯଦିଓ ନୂଆ ଦର୍ଶନ ବ୍ୟବସ୍ଥାର ପୂର୍ଣ୍ଣ ଚିତ୍ର ଆସିନାହିଁ, ତେବେ ସୂଚନା ଅନୁସାରେ ୬ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ନିର୍ମାଣ ହେବ।
Crime
ଲକ୍ଷାଧିକ ଟଙ୍କା ହଡ଼ପ; ଗରିବଙ୍କ ଝାଳ ବୁହା ଧନ ନେଇଗଲେ ପୋଷ୍ଟ ମାଷ୍ଟର!
ଠକାମୀରେ ଶିକାର ହୋଇଥିବା ଜମାକାରୀମାନେ ଆଜି ଲାଞ୍ଜିବର୍ଣ୍ଣା ଉପ-ଡାକଘର ଯାଇଥିଲେ। ସେତେବେଳେ ଡାକଘରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ନେବାରୁ ଜଣାପଡ଼ିଛି କିଛି ଦିନ ହେଲା ସଂପୃକ୍ତ ପୋଷ୍ଟ ମାଷ୍ଟର ଡାକଘରେ ତାଲା ପକାଇ ଆସୁନାହାନ୍ତି।
Accident
ବାଇକ୍କୁ ପଛରୁ ପିଟିଲା ଟ୍ରକ୍; ମା’ପୁଅ ମୃତ, ବାପା ଗୁରୁତର
ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପୁଅକୁ ମୃତ ଘୋଷଣା କରିଥିଲେ ଡାକ୍ତର।
Crime
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ
ଘଟଣା ଘଟିବାର ୬ ବର୍ଷ ପରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଛନ୍ତି କୋଡ଼ିଙ୍ଗା ତହସିଲଦାର।