ଆଠଗଡ଼(ନିଳକଣ୍ଠ ଦୋରା): ଆଠଗଡ଼ ନିକଟ ଖୁଣ୍ଟୁଣୀରେ ଆଜି ସକାଳୁ ଏକ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଜଣକ ଖୁଣ୍ଟୁଣୀ ଥାନା ତୋଟାପଡ଼ା ଗାଁର।
୫୫ ନମ୍ବର ଜାତୀୟ ରାଜପଥର କୃଷ୍ଣଶ୍ୟାମପୁର ଛକରେ ଏକ ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା । ଖବର ପ୍ରଚାରିତ ହେବା ପରେ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି । କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକ ରାସ୍ତାରୋକ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାଖରେ ଶହଶହ ଗାଡ଼ି ମୋଟର ଅଟକି ରହିଛି । ଖୁଣ୍ଟୁଣୀ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।