ବିଦ୍ୟୁତ୍ ଆଘାତରେ ଠିକା କର୍ମଚାରୀଙ୍କ ମୃତ୍ୟୁ

ଯାଜପୁର(ଅଭୟ ପତି):ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ କଣ୍ଟାବଣିଆ ଗାଁରେ ବିଦ୍ୟୁତ୍ ଆଘାତର ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପ୍ରହଲ୍ଲାଦ ଜେନା। ତାଙ୍କ ଘର ତାରାକୋଟ ଗାଁରେ। କାଳବୈଶାଖୀ ଯୋଗୁ ବିଦ୍ୟୁତ୍ ତାର ଛିଣ୍ଡି ଯାଇଥିବା ବେଳେ ବିଦ୍ୟୁତ୍ ବିଭାଗ ପକ୍ଷରୁ ଗତକାଲି ମରାମତି ହେଉଥିଲା। ବିଦ୍ୟୁତ୍ ବିଭାଗରେ ଠିକା କର୍ମଚାରୀ ଭାବେ କାମ କରୁଥିବା ପ୍ରହଲ୍ଲାଦ ଖୁଣ୍ଟରେ ଚଢ଼ି କାମ କରୁଥିଲେ। ଏତିକି ବେଳେ ବିଦ୍ୟୁତ ଚାର୍ଜ ହୋଇଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। […]

66666666000000000000000

66666666000000000000000

Tapaswini Nayak
  • Published: Tuesday, 11 June 2019
  • Updated: 11 June 2019, 11:55 AM IST

Sports

Latest News

ଯାଜପୁର(ଅଭୟ ପତି):ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ କଣ୍ଟାବଣିଆ ଗାଁରେ ବିଦ୍ୟୁତ୍ ଆଘାତର ଠିକା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପ୍ରହଲ୍ଲାଦ ଜେନା। ତାଙ୍କ ଘର ତାରାକୋଟ ଗାଁରେ।

କାଳବୈଶାଖୀ ଯୋଗୁ ବିଦ୍ୟୁତ୍ ତାର ଛିଣ୍ଡି ଯାଇଥିବା ବେଳେ ବିଦ୍ୟୁତ୍ ବିଭାଗ ପକ୍ଷରୁ ଗତକାଲି ମରାମତି ହେଉଥିଲା। ବିଦ୍ୟୁତ୍ ବିଭାଗରେ ଠିକା କର୍ମଚାରୀ ଭାବେ କାମ କରୁଥିବା ପ୍ରହଲ୍ଲାଦ ଖୁଣ୍ଟରେ ଚଢ଼ି କାମ କରୁଥିଲେ। ଏତିକି ବେଳେ ବିଦ୍ୟୁତ ଚାର୍ଜ ହୋଇଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story