ଆନନ୍ଦପୁର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ବେଉସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଲଗାଣ ବର୍ଷା ଯୋଗୁଁ ଘରର କାନ୍ଥ ଭୁଶୁଡ଼ି ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି।
ମୃତକ ହେଲେ ଭାସ୍କର ଦେହୁରୀ।
ଗତକାଲି ବିଳମ୍ୱିତ ରାତିରେ ଭାସ୍କର ଓ ତାଙ୍କ ସ୍ତ୍ରୀ ତିଳୋତ୍ତମା ଘରେ ଶୋଇଥିବା ବେଳେ ହଠାତ୍ କାନ୍ଥ ତାଙ୍କ ଉପରେ ପଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଭାସ୍କରଙ୍କ ମୃତ୍ୟୁ ଘଟିଥିଲା। ତିଳୋତ୍ତମାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।