ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ: ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ଚଟାଣିସାହି ଗାଁରେ ଏକ ଦମ୍ପତିଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଛି। ଗତକାଲି ବିଳମ୍ୱିତ ରାତିରେ ସେମାନେ ଘରେ ଶୋଇଥିବା ବେଳେ କିଛି ଲୋକ ସେମାନଙ୍କୁ ଆକ୍ରମଣ କରିଥିଲେ। ମୁଣ୍ଡରେ ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ବାଢ଼ା ବାସ୍କେଙ୍କ (୪୦)ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ପତ୍ନୀ ସାକରୋଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜାମଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ସେମାନଙ୍କ ଉପରକୁ […]

murder

murder

Rakesh Mallick
  • Published: Saturday, 27 January 2018
  • Updated: 27 January 2018, 10:36 AM IST

Sports

Latest News

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ଚଟାଣିସାହି ଗାଁରେ ଏକ ଦମ୍ପତିଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଛି। ଗତକାଲି ବିଳମ୍ୱିତ ରାତିରେ ସେମାନେ ଘରେ ଶୋଇଥିବା ବେଳେ କିଛି ଲୋକ ସେମାନଙ୍କୁ ଆକ୍ରମଣ କରିଥିଲେ। ମୁଣ୍ଡରେ ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ବାଢ଼ା ବାସ୍କେଙ୍କ (୪୦)ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ପତ୍ନୀ ସାକରୋଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜାମଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ସେମାନଙ୍କ ଉପରକୁ ଆକ୍ରମଣ କରାଯାଇଛି ତାହା ଜଣାପଡ଼ି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story