ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଶାନ୍ତିପାଲି ଗାଁରେ ଜଣେ ବ୍ୟକ୍ତିଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ତାଙ୍କ ନାଁ ବିଭୀଷଣ ବଘାର (୫୫)।
ଗତକାଲି ରାତିରେ ବିଭୀଷଣ ଘରେ ଶୋଇଥିବା ବେଳେ ତାଙ୍କ ହାତକୁ ଏକ ଚିତି ସାପ ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ତାଙ୍କ ପରିବାର ଲୋକେ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏନେଇ ସୋନପୁର ଥାନାରେ ଏକ ଅପମୃତ୍ୟୁ ମାମଲା ଦାୟର ହୋଇଛି। ଏଥିସହ ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଗ୍ରିମେଣ୍ଟ କରୁନଥିବା ମିଲରଙ୍କୁ ନାଲି ଆଖି ଦେଖାଇଲେ ରାଜସ୍ୱମନ୍ତ୍ରୀ
ଆଜି ଦିନିକିଆ ନବରଙ୍ଗପୁର ଗସ୍ତରେ ଯାଇଥିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ ନବରଙ୍ଗପୁରରେ ପହଞ୍ଚିବା ପରେ ଜିଲ୍ଲା ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହା ପରେ ଶ୍ରୀ ପୂଜାରୀ ମାଆ ଭଣ୍ଡାରଘରଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ।
Miscellaneous
୭ ଦିନ ହେଲା ମଣ୍ଡିରେ ପଡିଛି ଧାନ, ନେବାକୁ କେହି ଆସୁନାହାନ୍ତି
ରେଢାଖୋଲ ବ୍ଲକ୍ରେ ରହିଛି ବଡମାଲ ଧାନ ମଣ୍ଡି। ଏଠାରେ ଧାନ ବିକିବା ପାଇଁ ୨୭ ଜଣ ଚାଷୀ ଆଜିକୁ ୭ ଦିନ ତଳେ ପ୍ରାୟ ୩୧୦୦ କ୍ୱିଣ୍ଟାଲ୍ ଧାନ ଧରି ଆସିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ଧାନ କିଣିବା ପାଇଁ ନିୟୋଜିତ ମିଲରଙ୍କ ଦେଖା ଦର୍ଶନନାହିଁ।
Miscellaneous
ପୁଲିସ୍ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Crime
ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର
ପେନସନ କାମ କରାଇ ଦେବାକୁ ଲାଞ୍ଚ ମାଗିଥିଲେ ସେକ୍ସନ ଅଫିସର।
Accident
ମଦ ନିଶାରେ ଘର ଭାବି ଶୋରିଷ ବାଡ଼ିରେ ଶୋଇଥିଲେ! ତା’ପରେ...
କାଞ୍ଜିପାଣି ଥାନା ଗୁପ୍ତଗଙ୍ଗା ଗାଁର ବାଣେଶ୍ୱର ଯୁଆଙ୍ଗ ସୋମବାର ମଧ୍ୟାହ୍ନରେ ସାଙ୍ଗମାନଙ୍କ ସହିତ ମହାକୁଡ଼ ସାହିକୁ ଯାଇଥିଲେ। ସେଠାରେ ସମସ୍ତେ ମଦ ପିଇଥିବା ଅଭିଯୋଗ ହୋଇଥିଲା। ମଦ ପିଇବା ପରେ ସାଙ୍ଗମାନେ ନିଜ ନିଜ ରାସ୍ତାରେ ପଳାଇଗଲେ।