Advertisment

ଶୋଇଥିଲେ, କାମୁଡ଼ି ଦେଲା ଚିତି

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଶାନ୍ତିପାଲି ଗାଁରେ ଜଣେ ବ୍ୟକ୍ତିଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ତାଙ୍କ ନାଁ ବିଭୀଷଣ  ବଘାର (୫୫)। ଗତକାଲି ରାତିରେ ବିଭୀଷଣ ଘରେ ଶୋଇଥିବା ବେଳେ ତାଙ୍କ ହାତକୁ  ଏକ ଚିତି ସାପ ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ତାଙ୍କ ପରିବାର ଲୋକେ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ  ସୋନପୁର ଥାନାରେ ଏକ […]

author-image
Jyoshna Pradhan
ଅଦ୍ୟତନ ହୋଇଛି
ଶୋଇଥିଲେ, କାମୁଡ଼ି ଦେଲା ଚିତି

sonpur

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଶାନ୍ତିପାଲି ଗାଁରେ ଜଣେ ବ୍ୟକ୍ତିଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ତାଙ୍କ ନାଁ ବିଭୀଷଣ  ବଘାର (୫୫)।

Advertisment

ଗତକାଲି ରାତିରେ ବିଭୀଷଣ ଘରେ ଶୋଇଥିବା ବେଳେ ତାଙ୍କ ହାତକୁ  ଏକ ଚିତି ସାପ ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ତାଙ୍କ ପରିବାର ଲୋକେ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏନେଇ  ସୋନପୁର ଥାନାରେ ଏକ ଅପମୃତ୍ୟୁ ମାମଲା ଦାୟର ହୋଇଛି। ଏଥିସହ ପୁଲିସ୍‌ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Advertisment