ଡାକ୍ତର ନଥିଲେ ବୋଲି ଚାଲିଗଲା ଜୀବନ!

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଡାକ୍ତରଖାନାରେ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ପୋଖରୀରେ ବୁଡ଼ି ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ରୋଗୀଙ୍କ ନାଁ ରଙ୍କ ପରିଡ଼ା। ତାଙ୍କ ଘର ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ। ଆଜି ଭୋର ସମୟରେ ରଙ୍କ ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତରଖାନାରେ କେହି ଡାକ୍ତର ନ ଥିବା ଯୋଗୁଁ […]

protest

protest

Jitendra Garnayak
  • Published: Saturday, 09 March 2019
  • Updated: 09 March 2019, 03:22 PM IST

Sports

Latest News

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଡାକ୍ତରଖାନାରେ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ପୋଖରୀରେ ବୁଡ଼ି ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ମୃତ ରୋଗୀଙ୍କ ନାଁ ରଙ୍କ ପରିଡ଼ା। ତାଙ୍କ ଘର ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ।

ଆଜି ଭୋର ସମୟରେ ରଙ୍କ ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତରଖାନାରେ କେହି ଡାକ୍ତର ନ ଥିବା ଯୋଗୁଁ ଚିକିତ୍ସିତ ହୋଇ ନପାରି ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଏହାର ପ୍ରତିବାଦରେ ଗ୍ରାମବାସୀ ଓ ସ୍ଥାନୀୟ ଲୋକେ ଡାକ୍ତରଖାନା ସମ୍ମୁଖରେ ମୃତଦେହ ରଖି ରାସ୍ତାରୋକ କରିଥିଲେ। ଫଳରେ କିଛି ସମୟ ଧରି ଦିଗପହଣ୍ଡି-ଚିକିଟି ମୁଖ୍ୟ ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଘଟଣାସ୍ଥଳରେ ଦିଗପହଣ୍ଡି ଓ ପାଟପୁର ଥାନା ପୁଲିସ୍‌ ପହଞ୍ଚି ବୁଝାସୁଝା ପରେ ରାସ୍ତା ଅବରୋଧ ହଟିଥିଲା।

ଡାକ୍ତରଖାନାରେ ୭ ଜଣ ଡାକ୍ତର ନିଯୁକ୍ତ ହୋଇଥିବା ବେଳେ ଜଣେ ବି ଡାକ୍ତର ଆସୁ ନ ଥିବା ଗାଁ ଲୋକେ ଅଭିଯୋଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story