ସୋର(ଶଶିକାନ୍ତ ବେହେରା): ପୁତୁରାର ମୃତଦେହ ଦେଖି ବଡ଼ବାପାଙ୍କ ଜୀବନ ଚାଲିଗଲା। ଏପରି ହୃଦୟ ବିଦାରକ ଘଟଣା ବାଲେଶ୍ୱର ଜିଲ୍ଲା ସୋର ଥାନା ଅଞ୍ଚଳରେ ଘଟିଛି। ଏହି ଖବର ସମଗ୍ର ଅଞ୍ଚଳରେ ଆଲୋଡ଼ନ ଖେଳାଇ ଦେଇଛି।
ସୋର ଥାନା ଟେଣ୍ଟେଇ ଗାଁର ରାଜାରାମ ମଳିକ ମୁମ୍ୱାଇରେ ପରିବାର ଭରଣ ପୋଷଣ କରନ୍ତି। ଗତ ଶନିବାର ତାଙ୍କର ମୁମ୍ୱାଇରେ ମୃତ୍ୟୁ ଘଟିଥିଲା। ଆଜି ମୃତଦେହ ଗାଁରେ ପହଞ୍ଚିଥିଲା। ପୁତୁରାର ମୃତଦେହ ଦେଖି କୋହ ସମ୍ୱରଣ କରିପାରିନଥିଲେ ବଡ଼ବାପା ଚୈତନ୍ୟ। ସେହିଠାରେ ହିଁ ସେ ଟଳିପଡ଼ିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।