ହୋଲି ଖେଳରେ ଅଘଟଣ

ଟିଟିଲାଗଡ଼( ମାନସ ମହାନ୍ତି) : ହୋଲି ଖେଳ ସାରି ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ତେଲ ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବଲାଙ୍ଗିର ଜିଲ୍ଲା ଗୁରଜିଭଟା ଗାଁର ଆଶୁତୋଷ ବିଶି। ବେଲଗାଁ ତେଲ ନଦୀରେ ଗାଧୋଇବା ବେଳେ ଗୋଡ଼ ଖସିଯିବାରୁ ବୁଡ଼ି ଯାଇଥିଲେ ଆଶୁତୋଷ। ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ମେଡିକାଲ ଆଣିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ଘଟଣା ପରେ […]

drown

drown

Tapas Behera
  • Published: Friday, 22 March 2019
  • Updated: 22 March 2019, 07:59 PM IST

Sports

Latest News

ଟିଟିଲାଗଡ଼( ମାନସ ମହାନ୍ତି) : ହୋଲି ଖେଳ ସାରି ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ତେଲ ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବଲାଙ୍ଗିର ଜିଲ୍ଲା ଗୁରଜିଭଟା ଗାଁର ଆଶୁତୋଷ ବିଶି।

ବେଲଗାଁ ତେଲ ନଦୀରେ ଗାଧୋଇବା ବେଳେ ଗୋଡ଼ ଖସିଯିବାରୁ ବୁଡ଼ି ଯାଇଥିଲେ ଆଶୁତୋଷ। ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ମେଡିକାଲ ଆଣିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos