ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା  ବ୍ଲକ୍ ଆମପାଣି ଥାନା ଅନ୍ତର୍ଗନ୍ତ ମହିମା ଗାଁରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ଉଦେ ମାଝୀ। ଆଜି ସକାଳେ ଉଦେଙ୍କ ମୃତଦେହ ଚାଷ ଜମିରେ ଥିବା ଏକ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଉଦେ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣ […]

deadbody

deadbody

Tapaswini Nayak
  • Published: Monday, 02 March 2020
  • Updated: 02 March 2020, 02:51 PM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା  ବ୍ଲକ୍ ଆମପାଣି ଥାନା ଅନ୍ତର୍ଗନ୍ତ ମହିମା ଗାଁରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ଉଦେ ମାଝୀ।

ଆଜି ସକାଳେ ଉଦେଙ୍କ ମୃତଦେହ ଚାଷ ଜମିରେ ଥିବା ଏକ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଉଦେ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣ ଅଛି, ତାହା ସ୍ପଷ୍ଟ ହୋଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story