ବୁଲିବାକୁ ଆସିଥିଲେ, ଜୀବନ ଚାଲିଗଲା

କେନ୍ଦୁଝର: କେନ୍ଦୁଝର ଜିଲ୍ଲାକୁ ବୁଲିବାକୁ ଆସିଥିବା ପଶ୍ଚିମବଙ୍ଗର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଲକାତାର ବଡ଼ନଗର ଅଞ୍ଚଳର ଦେବବାସ ଚକ୍ରବର୍ତ୍ତୀ। ଦେବବାସ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ  ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ […]

died

died

Rakesh Mallick
  • Published: Friday, 12 January 2018
  • Updated: 12 January 2018, 02:29 PM IST

Sports

Latest News

କେନ୍ଦୁଝର: କେନ୍ଦୁଝର ଜିଲ୍ଲାକୁ ବୁଲିବାକୁ ଆସିଥିବା ପଶ୍ଚିମବଙ୍ଗର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଲକାତାର ବଡ଼ନଗର ଅଞ୍ଚଳର ଦେବବାସ ଚକ୍ରବର୍ତ୍ତୀ। ଦେବବାସ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ  ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।

ସୂଚନାଅନୁସାରେ, ପଶ୍ଚିମବଙ୍ଗରୁ ୨୧ ଜଣ ପର୍ଯ୍ୟଟକ କେନ୍ଦୁଝର ଜିଲ୍ଲାକୁ  ବୁଲିବାକୁ ଆସିଥିଲେ। ଗତ ୯ ତାରିଖରେ ସେମାନେ କେନ୍ଦୁଝରରେ ପହଞ୍ଚିବା ପରେ ସ୍ଥାନୀୟ ପାନ୍ଥ ନିବାସରେ ରହୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story