ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ୱାମୀ

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପଲ୍ଲୀ ଥାନା ଅନ୍ତର୍ଗତ ଚିକଟନାଳି ଗାଁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ ବିନତି ଓରାମ। ତାଙ୍କ ସ୍ୱାମୀଙ୍କ ନାଁ ଗାନ୍ଦୁର ଓରାମ। ପୁଲିସ୍‌ ଗାନ୍ଦୁରଙ୍କୁ ଅଟକ ରଖି ପଚରାଉଚରା କରୁଛି। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି କୌଣସି କଥାକୁ ନେଇ ଗାନ୍ଦୁର ଓ ବିନତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଉଭୟଙ୍କ ମଧ୍ୟରେ ଠେଲାପେଲା ମଧ୍ୟ ହୋଇଥିଲା। ଝଗଡ଼ା ଚାଲିଥିବା […]

mzan

mzan

Tapaswini Nayak
  • Published: Monday, 24 September 2018
  • Updated: 24 September 2018, 04:21 AM IST

Sports

Latest News

ବଣାଇ(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପଲ୍ଲୀ ଥାନା ଅନ୍ତର୍ଗତ ଚିକଟନାଳି ଗାଁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ମୃତ ମହିଳାଙ୍କ ନାଁ ବିନତି ଓରାମ। ତାଙ୍କ ସ୍ୱାମୀଙ୍କ ନାଁ ଗାନ୍ଦୁର ଓରାମ।

ପୁଲିସ୍‌ ଗାନ୍ଦୁରଙ୍କୁ ଅଟକ ରଖି ପଚରାଉଚରା କରୁଛି।

ମିଳିଥିବା ସୂଚନା ଅନୁଯାୟୀ, ଗତକାଲି କୌଣସି କଥାକୁ ନେଇ ଗାନ୍ଦୁର ଓ ବିନତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଉଭୟଙ୍କ ମଧ୍ୟରେ ଠେଲାପେଲା ମଧ୍ୟ ହୋଇଥିଲା। ଝଗଡ଼ା ଚାଲିଥିବା ବେଳେ ଗାନ୍ଦୁର ଉତ୍‌କ୍ଷିପ୍ତ ହୋଇ ଏକ ଟାଙ୍ଗିଆରେ ବିନତିଙ୍କୁ ହାଣି ଦେଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos