ଶୌଚ ପାଇଁ ଯାଇଥିଲେ, ଭାଲୁ ହାବୁଡ଼ରେ ପଡ଼ିଗଲେ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍‌ ହଂସପଡ଼ା ଗାଁର ଜଣେ ଯୁବକଙ୍କୁ ଭାଲୁ ଆକ୍ରମଣ କରିଛି। ତାଙ୍କ ନାଁ ବିଦ୍ୟାଧର ହଂସ। ଆଜି ସକାଳେ ସେ ଶୌଚ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା। ବିଦ୍ୟାଧରଙ୍କୁ ଗୁରୁତର ଅବସ୍ଥାରେ  କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଲର୍‌କି ଗାଁରେ ଭାଲୁ ଆକ୍ରମଣରେ ୨ ଜଣ ଗୁରୁତର ଆହତ […]

attack-1

attack-1

Jitendra Garnayak
  • Published: Friday, 24 August 2018
  • Updated: 24 August 2018, 05:13 AM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍‌ ହଂସପଡ଼ା ଗାଁର ଜଣେ ଯୁବକଙ୍କୁ ଭାଲୁ ଆକ୍ରମଣ କରିଛି। ତାଙ୍କ ନାଁ ବିଦ୍ୟାଧର ହଂସ।

ଆଜି ସକାଳେ ସେ ଶୌଚ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା।

ବିଦ୍ୟାଧରଙ୍କୁ ଗୁରୁତର ଅବସ୍ଥାରେ  କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଲର୍‌କି ଗାଁରେ ଭାଲୁ ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos