ଜମିକୁ ଯାଇଥିଲେ, ମାଡ଼ି ବସିଲା ଭାଲୁ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ବ୍ଲକ୍‌ର ଡୁଙ୍ଗରିଗୁଡ଼ା ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଶଶି ଅଗରୀୟା(୪୫)। ଆଜି ସକାଳେ ଶଶି ନିଜ ଚାଷ ଜମିକୁ ଯାଇଥିଲେ। ହଠାତ୍ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା।  ତାଙ୍କ ହାତ ସହ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ହୋଇଛି। ତାଙ୍କୁ ଗାଁ ଲୋକଙ୍କ ସହିତ ପରିବାରର ସଦସ୍ୟମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି […]

beear

beear

Jyoshna Pradhan
  • Published: Thursday, 07 November 2019
  • Updated: 07 November 2019, 09:11 AM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ବ୍ଲକ୍‌ର ଡୁଙ୍ଗରିଗୁଡ଼ା ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଶଶି ଅଗରୀୟା(୪୫)।

ଆଜି ସକାଳେ ଶଶି ନିଜ ଚାଷ ଜମିକୁ ଯାଇଥିଲେ। ହଠାତ୍ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା।  ତାଙ୍କ ହାତ ସହ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ହୋଇଛି। ତାଙ୍କୁ ଗାଁ ଲୋକଙ୍କ ସହିତ ପରିବାରର ସଦସ୍ୟମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story