କାନ୍ଥ ନେଲା ଜୀବନ

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍‌ ଅନ୍ତର୍ଗତ ରାୟ ନୃସିଂହପୁର ଗାଁରେ କାନ୍ଥ ପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ଦିବ୍ୟନ୍ଦୁ ଦାସ। ଆଜି ସକାଳେ ଦିବ୍ୟନ୍ଦୁ କାମକୁ ବାହାରୁଥିବା ବେଳେ ଘରର କାନ୍ଥ ତାଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପ୍ରବଳ ବର୍ଷା କାରଣରୁ କାନ୍ଥୁ ଭୁଶୁଡ଼ି ପଡ଼ିଥିବା ତାଙ୍କ ପରିବାର […]

denkalan

denkalan

Rakesh Mallick
  • Published: Sunday, 22 July 2018
  • Updated: 22 July 2018, 03:36 PM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍‌ ଅନ୍ତର୍ଗତ ରାୟ ନୃସିଂହପୁର ଗାଁରେ କାନ୍ଥ ପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ଦିବ୍ୟନ୍ଦୁ ଦାସ।

ଆଜି ସକାଳେ ଦିବ୍ୟନ୍ଦୁ କାମକୁ ବାହାରୁଥିବା ବେଳେ ଘରର କାନ୍ଥ ତାଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପ୍ରବଳ ବର୍ଷା କାରଣରୁ କାନ୍ଥୁ ଭୁଶୁଡ଼ି ପଡ଼ିଥିବା ତାଙ୍କ ପରିବାର ଲୋକେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story