ଛେଳି ଚୋରିକୁ କେନ୍ଦ୍ର କରି ହତ୍ୟା

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଏସ.ଡୁଣ୍ଡୁରିବାଡ଼ି ନିକଟ ଡିହପଦର ଗାଁରେ ଛେଳି ଚୋରିକୁ କେନ୍ଦ୍ର କରି ଜଣଙ୍କୁ ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବାଞ୍ଛାନିଧି ଗୌଡ଼। ବାଞ୍ଚାନିଧିଙ୍କୁ ସେହି ଗ୍ରାମର ଗଙ୍ଗା ସେଠୀ ଓ ଅଙ୍ଗାର ମଳିକ ହତ୍ୟା କରିଥିବା ନେଇ ସୋରଡ଼ା ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୁକ୍ତମାନେ ଏକ ଧାରୁଆ ଅସ୍ତ୍ରରେ ବାଞ୍ଛାନିଧିକୁ ହତ୍ୟା କରି ଫେରାର ହୋଇଯାଇଛନ୍ତି। ଖବର ପାଇ ପୋଲିସ ଗାଁରେ ପହଞ୍ଚି ଶବ ଜବତ […]

barhampur

barhampur

Rakesh Mallick
  • Published: Monday, 03 September 2018
  • Updated: 03 September 2018, 03:05 PM IST

Sports

Latest News

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଏସ.ଡୁଣ୍ଡୁରିବାଡ଼ି ନିକଟ ଡିହପଦର ଗାଁରେ ଛେଳି ଚୋରିକୁ କେନ୍ଦ୍ର କରି ଜଣଙ୍କୁ ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବାଞ୍ଛାନିଧି ଗୌଡ଼।

ବାଞ୍ଚାନିଧିଙ୍କୁ ସେହି ଗ୍ରାମର ଗଙ୍ଗା ସେଠୀ ଓ ଅଙ୍ଗାର ମଳିକ ହତ୍ୟା କରିଥିବା ନେଇ ସୋରଡ଼ା ଥାନାରେ ମାମଲା ରୁଜୁ ହୋଇଛି।

ଅଭିଯୁକ୍ତମାନେ ଏକ ଧାରୁଆ ଅସ୍ତ୍ରରେ ବାଞ୍ଛାନିଧିକୁ ହତ୍ୟା କରି ଫେରାର ହୋଇଯାଇଛନ୍ତି।

ଖବର ପାଇ ପୋଲିସ ଗାଁରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story