ବଡ଼ଭାଇକୁ ମାରି ଦେଲା ସାନଭାଇ

ଡାବୁଗାଁ (ନବଘନ ବିଷୋୟୀ): ପାରିବାରିକ କଳହକୁ ନେଇ ସଂପର୍କୀୟ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇର ମୃତ୍ୟୁ। ଏପରି ଏକ ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ କେରଣ୍ଡି ଗାଁରେ। ମୃତ ବ୍ୟକ୍ତିଙ୍କ ନାଁ ତୁଳାରାମ ମାଝି। ଅଭିଯୁକ୍ତଙ୍କ ନାଁ କନେଇ ମାଝି। ତାଙ୍କୁ ଡାବୁଗାଁ ପୁଲିସ୍ ଗିରଫ କରିଛି। ପରିବାରର କୌଣସି ଏକ କଥାକୁ ନେଇ ଶୁକ୍ରବାର ଅପରାହ୍ଣ ପ୍ରାୟ ସାଢ଼େ ଗୋଟାଏ ବେଳେ ଦୁଇ ଭାଇଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। […]

dead

dead

Jitendra Garnayak
  • Published: Sunday, 21 April 2019
  • Updated: 21 April 2019, 01:46 PM IST

Sports

Latest News

ଡାବୁଗାଁ (ନବଘନ ବିଷୋୟୀ): ପାରିବାରିକ କଳହକୁ ନେଇ ସଂପର୍କୀୟ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇର ମୃତ୍ୟୁ। ଏପରି ଏକ ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ କେରଣ୍ଡି ଗାଁରେ।

ମୃତ ବ୍ୟକ୍ତିଙ୍କ ନାଁ ତୁଳାରାମ ମାଝି। ଅଭିଯୁକ୍ତଙ୍କ ନାଁ କନେଇ ମାଝି। ତାଙ୍କୁ ଡାବୁଗାଁ ପୁଲିସ୍ ଗିରଫ କରିଛି।

ପରିବାରର କୌଣସି ଏକ କଥାକୁ ନେଇ ଶୁକ୍ରବାର ଅପରାହ୍ଣ ପ୍ରାୟ ସାଢ଼େ ଗୋଟାଏ ବେଳେ ଦୁଇ ଭାଇଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ଏହି ସମୟରେ କନେଇ ପାଖରେ ପଡ଼ିଥିବା ଏକ ଠେଙ୍ଗାରେ ତୁଳାରାମଙ୍କୁ ଆକ୍ରମଣ କରିଥିଲେ। ଠେଙ୍ଗାମାଡ଼ରେ ସେ ଗୁରୁତର ଭାବେ ଆହତ ହୋଇଥିଲେ। ପରିବାରର ଅନ୍ୟ ସଦସ୍ୟ ଓ ଗାଁର କିଛି ଲୋକ ତାଙ୍କୁ ଡାବୁଗାଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା।

ଗତକାଲି ଅପରାହ୍ଣ ପ୍ରାୟ ଗୋଟାଏ ବେଳେ ଚିକିତ୍ସାଧୀନ ଅବସ୍ଥାରେ ତୁଳାରାମଙ୍କର ମୃତ୍ୟୁ ଘଟିଥିଲା। ପରିବାର ଲୋକେ ମୃତଦେହକୁ ଘରକୁ ଆଣିବା ପରେ ଗାଁ ଲୋକେ ଏନେଇ ପୁଲିସ୍‌କୁ ଖବର ଦେଇଥିଲେ।

ଡାବୁଗାଁ ପୁଲିସ୍ ଗାଁରେ ପହଞ୍ଚି ଶବକୁ ଜବତ କରିଥିଲା। ଏହା ସହିତ ପୁଲିସ୍ କନେଇ ଗିରଫ କରିଥିଲା। ଏନେଇ ପୁଲିସ୍‌ର ପ୍ରତିକ୍ରିୟା ମିଳି ନଥିବା ବେଳେ ପାରିବାରିକ କଳହକୁ ନେଇ ଏ ଘଟଣା ଘଟିଛି ବୋଲି ଗ୍ରାମବାସୀ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story