ବୀରମିତ୍ରପୁର(ରାକେଶ ସାହୁ): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ପୌରାଞ୍ଚଳ ଅନ୍ତର୍ଗତ ତଲସେରା ଗାଁରେ ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ପ୍ରହ୍ଲାଦ ଲାଖୁଆ (୪୫)। ଅଭିଯୁକ୍ତର ନାଁ ରଞ୍ଜିତ ପ୍ରଧାନ।
ସୂଚନା ଅନୁସାରେ, ଗାଁର ରଞ୍ଜିତ ପ୍ରଧାନଙ୍କର ପଡ଼ୋଶୀ ପ୍ରହ୍ଲାଦଙ୍କ ସହ କୌଣସି କଥାକୁ ନେଇ ଗତକାଲି ରାତିରେ ବଚସା ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ରଞ୍ଜିତ ପ୍ରହ୍ଲାଦଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଥିଲା। ଖବର ପାଇ ଆଜି ସକାଳେ ବୀରମିତ୍ରପୁର ପୁଲିସ୍ ଏବଂ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ପ୍ରଶାସନ ଓ ପୁଲିସକୁ ଖୋଲା ଚ୍ୟାଲେଞ୍ଜ
ଶ୍ରୀମନ୍ଦିର ଉପରେ ପ୍ରାୟ ଅଧଘଣ୍ଟା ଧରି ଡ୍ରୋନ୍ ଉଡ଼ିଲା, ଆଉ ଲୋକେ ଏସବୁକୁ ଦେଖିପାରିଲେ। ହେଲେ ନା ପୁଲିସ୍ ନା ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ କେହି ଏସମ୍ପର୍କରେ ଟିକିଏ ବି ଟେର ପାଇଲେନି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Politics
ବିଜେଡିରେ ଦ୍ୱିତୀୟ ଓ ତୃତୀୟ ପିଢ଼ିର ନେତାଙ୍କ ଭିତରେ ବିବାଦ!
କିଛି ଦିନ ତଳେ ପୂର୍ବତନ ବିଧାୟକଙ୍କ ପୁଅମାନେ ମେଳି କରିଥିବା ନଜରକୁ ଆସିଥିଲା। ଯେଉଁଥିରେ ଥିଲେ ସମ୍ବିତ ରାଉତରାୟ, ରୁଦ୍ର ମହାରଥୀ, ବିଷ୍ଣୁବ୍ରତ ରାଉତରାୟ, ଚନ୍ଦ୍ରସାରଥି ବେହେରା, ଅଂଶୁମାନ ମହାନ୍ତି, ପ୍ରଣବ ବଳବନ୍ତରାୟ ପ୍ରମୁଖ।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Politics
ବିଜେଡି ନେତାଙ୍କ ମୂଷା ଉପାକ୍ଷାନ
ମୂଷା ବଂଶ କ’ଣ ଲୋପ୍ କରାଯାଇପାରିବ ନାହିଁ କି ପ୍ରଶ୍ନରେ ସମ୍ୱିତ କହିଛନ୍ତି, ମୂଷା ବଂଶ କ’ଣ ନିପାତ ହୋଇପାରିବ? କାରଣ ସେମାନଙ୍କର ପ୍ରଜନନ କ୍ଷମତା ଅଧିକ। ତେଣୁ ସେମାନେ ରହିବେ। ସେମାନଙ୍କ ବଂଶ ଲୋକ କରିହେବନି।