ରଥଯାତ୍ରା ପୂର୍ବରୁ ଶ୍ରୀକ୍ଷେତ୍ରରେ ଫୁଟିଲା ଗୁଳି, ଜଣେ ଯୁବକ ଗୁରୁତର

ପୁରୀ (ଓଡ଼ିଶା ରିପୋର୍ଟର): ଆଉ କିଛି ଦିନ ପରେ ହେବ ମହାପ୍ରଭୁଙ୍କ ରଥଯାତ୍ରା। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ ବିଭାଗୀୟ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଘନଘନ ଶ୍ରୀକ୍ଷେତ୍ର ଯାଇ ସୁରକ୍ଷା ବ୍ୟବସ୍ଥା ତଦାରଖ କରୁଛନ୍ତି। ଏସବୁ ସତ୍ତ୍ୱେ ଆଜି ସନ୍ଧ୍ୟା ବେଳେ ଶ୍ରୀକ୍ଷେତ୍ରରେ ଫୁଟିଛି ଗୁଳି। ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସ୍ୱର୍ଗଦ୍ୱାର ନିକଟ ଗଉଡ଼ବାଡ଼ ସାହି ମାଛ ବଜାରରେ ସୁକାନ୍ତ ସାହୁ ନାମକ ଜଣେ ଯୁବକଙ୍କ ଉପରେ […]

fir

fir

Manoranjan Sial
  • Published: Saturday, 29 June 2019
  • Updated: 29 June 2019, 08:50 PM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଆଉ କିଛି ଦିନ ପରେ ହେବ ମହାପ୍ରଭୁଙ୍କ ରଥଯାତ୍ରା। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ ବିଭାଗୀୟ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଘନଘନ ଶ୍ରୀକ୍ଷେତ୍ର ଯାଇ ସୁରକ୍ଷା ବ୍ୟବସ୍ଥା ତଦାରଖ କରୁଛନ୍ତି। ଏସବୁ ସତ୍ତ୍ୱେ ଆଜି ସନ୍ଧ୍ୟା ବେଳେ ଶ୍ରୀକ୍ଷେତ୍ରରେ ଫୁଟିଛି ଗୁଳି। ଏଥିରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି।

ସ୍ୱର୍ଗଦ୍ୱାର ନିକଟ ଗଉଡ଼ବାଡ଼ ସାହି ମାଛ ବଜାରରେ ସୁକାନ୍ତ ସାହୁ ନାମକ ଜଣେ ଯୁବକଙ୍କ ଉପରେ ଗୁଳି ମାଡ଼ ହୋଇଛି। ଗୁଳି ତାଙ୍କ ଛାତିରେ ବାଜିଥିବା ଜଣାପଡ଼ିଛି। ପୁଲିସ ତାଙ୍କୁ ଉଦ୍ଧାର କରି ପୁରୀ ମେଡିକାଲ୍‌ରେ ଭର୍ତ୍ତି କରିଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଗୁଳି ମାଡ଼ର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ଏହା ପୂର୍ବ ଶତ୍ରୁତାରୁ ହୋଇଥିବା ପୁଲିସ ସନ୍ଦେହ କରୁଛି।

ଶ୍ରୀ ସାହୁ ଛିଡ଼ା ହୋଇଥିବା ବେଳେ ଦୁଇ ଜଣ ଯୁବକ ବାଇକରେ ଆସି ଗୁଳି କରି ଚମ୍ପଟ ମାରିଥିଲେ। ମାତ୍ର ସେମାନଙ୍କ ପରିଚୟ ଜଣାପଡ଼ି ନାହିଁ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story