ପ୍ରଦୀପଙ୍କୁ ପଥରରେ ଛେଚି ହତ୍ୟା, ପୂର୍ବରୁ ଗୁଳିମାଡ଼ ହୋଇଥିଲା

ବ୍ରହ୍ମପୁର (ଜଗନ୍ନାଥ ସାହୁ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଖାରବେଳ ନଗର ଅଞ୍ଚଳରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ପ୍ରଦୀପ ବେହେରା (୨୪)। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପ୍ରଦୀପ ଗତକାଲି ରାତି ପ୍ରାୟ ୮ଟା ବେଳେ ଘରୁ ବାହାରି ଯାଇଥିଲେ। ତା’ପରେ ଆଉ ଫେରି ନଥିଲେ। ଘର ଲୋକେ ବିଭିନ୍ନ ସ୍ଥାନରେ ଖୋଜି ଥିଲେ ବି ତାଙ୍କୁ ପାଇ ନଥିଲେ। ଆଜି ସକାଳେ […]

deadbody

deadbody

Jitendra Garnayak
  • Published: Wednesday, 31 October 2018
  • Updated: 31 October 2018, 02:47 PM IST

Sports

Latest News

ବ୍ରହ୍ମପୁର (ଜଗନ୍ନାଥ ସାହୁ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଖାରବେଳ ନଗର ଅଞ୍ଚଳରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ପ୍ରଦୀପ ବେହେରା (୨୪)। ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ପ୍ରଦୀପ ଗତକାଲି ରାତି ପ୍ରାୟ ୮ଟା ବେଳେ ଘରୁ ବାହାରି ଯାଇଥିଲେ। ତା’ପରେ ଆଉ ଫେରି ନଥିଲେ। ଘର ଲୋକେ ବିଭିନ୍ନ ସ୍ଥାନରେ ଖୋଜି ଥିଲେ ବି ତାଙ୍କୁ ପାଇ ନଥିଲେ।

ଆଜି ସକାଳେ ତାଙ୍କ ମୃତଦେହ ରାସ୍ତାକଡ଼ରେ ପଡ଼ିଥିବା ଦେଖି ଲୋକେ ପୁଲିସ୍‌କୁ ଖବର ଦେଇଥିଲେ।

ପୂର୍ବ ଶତ୍ରୁତାରୁ ପ୍ରଦୀପଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହା ପୂର୍ବରୁ ଅକ୍ଟୋବର ୫ ତାରିଖରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ତେବେ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ।

ପୁଲିସ୍ ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ପ୍ରଦୀପଙ୍କ ନାଁରେ ବି ଥାନାରେ ଅନେକ ମାମଲା ରହିଛି।

https://youtu.be/hkqgW4KAiag

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story