ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଂଗ୍ରେସ ଓ ବିଜେଡି ଛାଡ଼ି ଗତ କିଛିଦିନ ତଳେ ବିଜେପିରେ ସାମିଲ ହୋଇଥିବା ଯୁବନେତା ମନୋଜ କୁମାର ମହାପାତ୍ର, ତେଜେଶ୍ୱର ପରିଡ଼ା ଓ ଅନୀଲ କୁମାର ବିଶ୍ୱାଳଙ୍କୁ ବିଜେପି ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ମିଳଛି ।
ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନରେ ୩ଜଣ ଯୁବ ନେତାଙ୍କୁ ଦଳ ରାଜ୍ୟ ମୁଖପାତ୍ର ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି ବୋଲି ବିଜେପି ରାଜ୍ୟ ମିଡିଆ ସେଲ୍ ମୁଖ୍ୟ ଦିଲ୍ଲୀପ ମଲ୍ଲିକ ସୂଚନା ଦେଇଛନ୍ତି । ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନିଜର ମିଡିଆ ବିଭାଗକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ ନେଇଛି ।
ସୂଚନାଯୋଗ୍ୟ, ଗତ କିଛିଦିନ ପୂର୍ବରୁ କଂଗ୍ରେସ ଛାଡ଼ି ମନୋଜ ମହାପାତ୍ର, ଓ ବିଜେଡି ଛାଡ଼ି ତେଜେଶ୍ୱର ପରିଡ଼ାଙ୍କୁ ବିଜେପିରେ ସାମିଲ ହୋଇଥିଲେ । ପୁରୀର ଅନୀଲ କୁମାର ବିଶ୍ୱାଳ ବିଜେପି ସହ ପୂର୍ବରୁ ଜଡ଼ିତ ରହିଛନ୍ତି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।