ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ୫ବର୍ଷିଆ ଡେପୁଟେସନ ଅବଧି ଶେଷ ହେବାପରେ ତାଙ୍କୁ ନିଜ କ୍ୟାଡ଼ରକୁ ରାଜ୍ୟ ସରକାର ଫେରାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କ ସ୍ଥାନରେ ପର୍ଯ୍ୟଟନ ଓ କ୍ରୀଡ଼ା ସଚିବ ବିଶାଳ ଦେବଙ୍କୁ ଅତିରିକ୍ତ ଭାବେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ନ୍ୟସ୍ତ କରିବେ।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇଆରଏସ୍ ଅଧିକାରୀ ଶ୍ରୀ ପାଣିଗ୍ରାହୀ ଓଡ଼ିଶା ସରକାରକୁ ୫ବର୍ଷିଆ ଡେପୁଟେସନରେ ଆସିଥିଲେ। ତାଙ୍କର ଡେପୁଟେସନ ଅବଧି ୨୦୧୫ ଅଗଷ୍ଟ ୫ରୁ ଆରମ୍ଭ ହୋଇ ୨୦୨୦ ଅଗଷ୍ଟ ୪ତାରିଖରେ ଶେଷ ହେବ। ତାଙ୍କର କାର୍ଯ୍ୟକାଳ ସରିବା ପରେ ତାଙ୍କୁ ତାଙ୍କ ନିଜ କ୍ୟାଡ଼ରକୁ ଫେରାଇ ଦିଆଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ତାଙ୍କ ସ୍ଥାନରେ ବିଶାଳ ଦେବ ଆସନ୍ତା ଅଗଷ୍ଟ ୫ତାରିଖରୁ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଦାୟିତ୍ୱ ତୁଲାଇବେ ବୋଲି ଦୁଇଟି ଭିନ୍ନ ଭିନ୍ନ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି। ଏ
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।