ବାଇକ୍‌ରୁ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର

ବିନିକା (ଓଡ଼ିଶା ରିପୋର୍ଟର): ବାଇକ୍‌ ଉପରୁ ଜଣେ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଅରିଗାଁରେ। ଯୁବକଙ୍କ ପରିଚୟ ମିଳି ପାରି ନାହିଁ। ଗତକାଲି ବିଳମ୍ବିତ ରାତିରେ ଅରିଗାଁ ମୁଖ୍ୟରାସ୍ତା ଉପରେ ଏକ ବାଇକ୍‌ ଉପରେ ଯୁବକଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ […]

DeadBody

DeadBody

Tapaswini Nayak
  • Published: Saturday, 09 July 2022
  • Updated: 09 July 2022, 09:15 AM IST

Sports

Latest News

ବିନିକା (ଓଡ଼ିଶା ରିପୋର୍ଟର): ବାଇକ୍‌ ଉପରୁ ଜଣେ ଯୁବକଙ୍କ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଅରିଗାଁରେ। ଯୁବକଙ୍କ ପରିଚୟ ମିଳି ପାରି ନାହିଁ।

ଗତକାଲି ବିଳମ୍ବିତ ରାତିରେ ଅରିଗାଁ ମୁଖ୍ୟରାସ୍ତା ଉପରେ ଏକ ବାଇକ୍‌ ଉପରେ ଯୁବକଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କୁ କିଏ ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି। ପୁଲିସ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story