ଟ୍ରେନ୍‌ ଧକ୍କାରେ ଚାଲିଗଲା ଜୀବନ

ଅନୁଗୋଳ: ଅନୁଗୋଳ ଜିଲ୍ଲା ତାଳଚେର ବୈଦେଶ୍ୱର ନିକଟରେ ଟ୍ରେନ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଘଣ୍ଟପଡ଼ା ଗାଁର ବିଭୂତି ସାହୁ।

ବିଭୂତି କୌଣସି କାମରେ ଟ୍ରେନ୍ ଲାଇନ୍ ଦେଇ ଆସୁଥିବା ବେଳେ ଟ୍ରେନ୍ ତାଙ୍କୁ ଧକ୍କ ଦେଇଥିଲା। ପୋଲିସ୍‌  ଘଟଣାର ତଦନ୍ତ କରୁଛି।

ମୃତ ଯୁବକଙ୍କ ପରିବାରକୁ କ୍ଷତିପୂରଣ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।