କେଉଁ ସବୁ ହେଭିୱେଟ୍ ହାରିଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ରାଜନୀତିର କିଛି ହେଭିୱେଟ୍ ନେତାଙ୍କୁ ଏଥର ପରାଜୟର ସ୍ୱାଦ ଚାଖିବାକୁ ପଡ଼ିଛି। ବିଜେଡିର ବରିଷ୍ଠ ନେତା ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା, ରଵୀନ୍ଦ୍ର ଜେନା, ଦେବାଶିଷ ସାମନ୍ତରାୟ, କଳିକେଶ ନାରାୟଣ ସିଂହଦେଓ, ରବିନାରାୟଣ ନନ୍ଦ, ବିଭୂତିଭୂଷଣ ବଳବନ୍ତରାୟ, ପୁଷ୍ପେନ୍ଦ୍ର ସିଂହଦେଓ, ସରୋଜିନୀ ହେମ୍ବ୍ରମ, ରାସେଶ୍ୱରୀ ପାଣିଗ୍ରାହୀଙ୍କ ସମେତ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଚିରଞ୍ଜୀବ ବିଶ୍ୱାଳ, ଅନନ୍ତ ଦାସ, ଭକ୍ତ ଦାସ, ପ୍ରଦୀପ ମାଝୀ ଆଦିଙ୍କୁ ପରାଜୟର ମୁହଁ ଦେଖିବାକୁ […]

uuyf

Hemant Lenka
  • Published: Thursday, 23 May 2019
  • , Updated: 23 May 2019, 09:49 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ରାଜନୀତିର କିଛି ହେଭିୱେଟ୍ ନେତାଙ୍କୁ ଏଥର ପରାଜୟର ସ୍ୱାଦ ଚାଖିବାକୁ ପଡ଼ିଛି। ବିଜେଡିର ବରିଷ୍ଠ ନେତା ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା, ରଵୀନ୍ଦ୍ର ଜେନା, ଦେବାଶିଷ ସାମନ୍ତରାୟ, କଳିକେଶ ନାରାୟଣ ସିଂହଦେଓ, ରବିନାରାୟଣ ନନ୍ଦ, ବିଭୂତିଭୂଷଣ ବଳବନ୍ତରାୟ, ପୁଷ୍ପେନ୍ଦ୍ର ସିଂହଦେଓ, ସରୋଜିନୀ ହେମ୍ବ୍ରମ, ରାସେଶ୍ୱରୀ ପାଣିଗ୍ରାହୀଙ୍କ ସମେତ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଚିରଞ୍ଜୀବ ବିଶ୍ୱାଳ, ଅନନ୍ତ ଦାସ, ଭକ୍ତ ଦାସ, ପ୍ରଦୀପ ମାଝୀ ଆଦିଙ୍କୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି।

ସେହିପରି ବିଜେପି ନେତା ଡାକ୍ତର ଦାମୋଦର ରାଉତ, ବୈଜୟନ୍ତ ପଣ୍ଡା, କନକବର୍ଦ୍ଧନ ସିଂହଦେଓ, ରାଧାରାଣୀ ପଣ୍ଡା, ମନମୋହନ ସାମଲ, ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର, ପ୍ରଭାତୀ ପରିଡ଼ା ପ୍ରମୁଖ ମଧ୍ୟ ପରାଜିତ ହୋଇଥିବା ଜଣାପଡ଼ିଛି। ଅବଶ୍ୟ ଏ ସମ୍ପର୍କରେ ଆନୁଷ୍ଠାନିକ ଘୋଷଣା ଏପର୍ଯ୍ୟନ୍ତ ହୋଇନାହିିଁ।

Related story