ନୂଆପଡ଼ାରେ ମାଓ ପୋଷ୍ଟର

Ordigital Desk
  • Published: Monday, 19 March 2018
  • , Updated: 19 March 2018, 10:44 AM IST
<p>ନୂଆପଡ଼ା(ଓଡ଼ିଶା ରିପୋର୍ଟର): ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ନିଲଜି ଓ କର୍ଲାଖମାର ଗାଁରେ ଶତାଧିକ ସଂଖ୍ୟାରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ମେନପୁର-ନୂଆପଡ଼ା ଡିଭିଜନାଲ କମିଟି ପକ୍ଷରୁ ଏହି ପୋଷ୍ଟର ମରାଯାଇଥିବା ଜଣାପଡିଛି। ପୋଷ୍ଟରରେ ମହିଳା ମାଓବାଦୀ ସୁମିତ୍ରା ଧରୁଆ, ମକରନ ପହରିଆ ଓ ଯୁସୁଫ ମହମ୍ମଦକୁ ମୁକ୍ତ କରିବାକୁ ଦାବି ହୋଇଛି।</p> <p>ମାଓବାଦୀ ନାଁରେ ପୋଲିସ ସାଧାରଣ ଜନତାଙ୍କୁ ହଇରାଣ କରୁଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।</p>

Related story