ଧମକ: କାହାରିକୁ ଫୋନ୍ କଲେ ମିଳିବ ମୃତ୍ୟୁଦଣ୍ଡ

ମାଲକାନଗିରି(ଓଡ଼ିଶା ରିପୋର୍ଟର): ଲାଲବାହିନୀର ଫତଓ୍ୱା । କାହାକୁ ଫୋନ୍ କଲେ ମିଳିବ ମୃତ୍ୟୁଦଣ୍ଡ। ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଂଚଳ ଅଣ୍ଡ୍ରାପାଲି ପଞ୍ଚାୟତର ଅରାପଦର ଗାଁରେ ଥିବା ଏକ ନାମଫଳକରେ ଏହି ସତର୍କବାଣୀ ଲେଖାଯାଇଛି। ଲୋକମାନେ କାହାରିକୁ ଫୋନ ନକରିବାକୁ ଏଥିରେ ଚେତାବନୀ ଦେଇଛନ୍ତି ମାଓବାଦୀ।  ଏହି ଗାଁରେ ରହୁଥିବା ଲୋକ କିମ୍ବା ଅନ୍ୟ କୌଣସି ବ୍ୟକ୍ତି ଏହି ଗାଁରେ ରହୁଥିବା ଲୋକଙ୍କୁ ଫୋନ ନକରିବାକୁ ଚେତାବନୀ ଦିଆଯାଇଛି।ଅନୁମତି ନେଇ ଫୋନ୍‌ରେ କଥା ହେବାକୁ ଲୋକଙ୍କୁ ଚେତାବନୀ ଦେଇଛନ୍ତି […]

5490

5490

Tapas Behera
  • Published: Thursday, 12 December 2019
  • Updated: 12 December 2019, 11:31 AM IST

Sports

Latest News

ମାଲକାନଗିରି(ଓଡ଼ିଶା ରିପୋର୍ଟର): ଲାଲବାହିନୀର ଫତଓ୍ୱା । କାହାକୁ ଫୋନ୍ କଲେ ମିଳିବ ମୃତ୍ୟୁଦଣ୍ଡ। ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଂଚଳ ଅଣ୍ଡ୍ରାପାଲି ପଞ୍ଚାୟତର ଅରାପଦର ଗାଁରେ ଥିବା ଏକ ନାମଫଳକରେ ଏହି ସତର୍କବାଣୀ ଲେଖାଯାଇଛି।

ଲୋକମାନେ କାହାରିକୁ ଫୋନ ନକରିବାକୁ ଏଥିରେ ଚେତାବନୀ ଦେଇଛନ୍ତି ମାଓବାଦୀ।  ଏହି ଗାଁରେ ରହୁଥିବା ଲୋକ କିମ୍ବା ଅନ୍ୟ କୌଣସି ବ୍ୟକ୍ତି ଏହି ଗାଁରେ ରହୁଥିବା ଲୋକଙ୍କୁ ଫୋନ ନକରିବାକୁ ଚେତାବନୀ ଦିଆଯାଇଛି।ଅନୁମତି ନେଇ ଫୋନ୍‌ରେ କଥା ହେବାକୁ ଲୋକଙ୍କୁ ଚେତାବନୀ ଦେଇଛନ୍ତି ମାଓବାଦୀ।  ଯିଏ ଏହାର ଖିଲାପ କରିବ ତାକୁ କଡା ଦଣ୍ଡ ଭୋଗିବାକୁ ପଡିବ ବୋଲି ଚେତାବନୀ ଦେଇଛନ୍ତି ଗ୍ରାମବାସୀ। ପୁଲିସକୁ ସୂଚନା ଦେଉଥିବା ଆଶଙ୍କାରେ ମାଓବାଦୀଙ୍କ ପକ୍ଷରୁ ଏଭଳି ଚେତାବନୀ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story