ମାର୍ଚ୍ଚ ୯ରୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ମାର୍ଚ୍ଚ ୯ ତାରିଖରୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ସିବିଏସ୍‌ଇ ନୂଆ ତାରିଖ ଘୋଷଣା କରିଛନ୍ତି। ଏପ୍ରିଲ ୧୦ ତାରିଖରେ ଦଶମ ଶ୍ରେଣୀ ପରୀକ୍ଷା ଶେଷ ହେଉଥିବା ବେଳେ ଏପ୍ରିଲ ୨୯ ତାରିଖରେ ଦ୍ୱାଦଶ ପରୀକ୍ଷା ସରିବ। ସେହିପରି ଜେଇଇ ମେନ୍‌ ଓ ନିଟ୍‌ ପରୀକ୍ଷାକୁ ଆଖି ଆଗରେ ରଖି ପରୀକ୍ଷା ତାରିଖ ସ୍ଥିର କରାଯାଇଥିବା ସିବିଏସ୍‌ଇ ପକ୍ଷରୁ କୁହାଯାଇଛି।

cbse

cbse

Rakesh Mallick
  • Published: Monday, 09 January 2017
  • Updated: 09 January 2017, 08:59 PM IST

Sports

Latest News

ଭୁବନେଶ୍ୱର: ମାର୍ଚ୍ଚ ୯ ତାରିଖରୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ସିବିଏସ୍‌ଇ ନୂଆ ତାରିଖ ଘୋଷଣା କରିଛନ୍ତି। ଏପ୍ରିଲ ୧୦ ତାରିଖରେ ଦଶମ ଶ୍ରେଣୀ ପରୀକ୍ଷା ଶେଷ ହେଉଥିବା ବେଳେ ଏପ୍ରିଲ ୨୯ ତାରିଖରେ ଦ୍ୱାଦଶ ପରୀକ୍ଷା ସରିବ।

ସେହିପରି ଜେଇଇ ମେନ୍‌ ଓ ନିଟ୍‌ ପରୀକ୍ଷାକୁ ଆଖି ଆଗରେ ରଖି ପରୀକ୍ଷା ତାରିଖ ସ୍ଥିର କରାଯାଇଥିବା ସିବିଏସ୍‌ଇ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story