ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ବିବାହିତା ମହିଳା!

କେନ୍ଦୁଝର (ଓଡ଼ିଶା ରିପୋର୍ଟର): ଜଣେ ବିବାହିତ ମହିଳା ଜଣେ ଯୁବକଙ୍କ ଗୁପ୍ତାଙ୍ଗ କାଟି ଦେଇଥିବା ଅଭିଯୋଗ ହୋଇଛି। କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନୂଆଗାଁରେ ଏହି ଘଟଣା ଘଟିଛି। ଆହତ ଯୁବକଙ୍କ ଘର ଝାରବେଡ଼ା ଗାଁରେ। ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଯୁବକଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ବିବାହିତ ମହିଳାଙ୍କ ସହ ତାଙ୍କର ପ୍ରେମ ସଂପର୍କ ଥିଲା। ମହିଳା ଜଣଙ୍କ ତାଙ୍କୁ ଘରକୁ ଡାକିଥିଲେ। ଗତକାଲି ରାତିରେ ସେ ଚେନ୍ନାଇରୁ […]

attack

attack

Jitendra Garnayak
  • Published: Thursday, 08 November 2018
  • Updated: 08 November 2018, 11:16 AM IST

Sports

Latest News

କେନ୍ଦୁଝର (ଓଡ଼ିଶା ରିପୋର୍ଟର): ଜଣେ ବିବାହିତ ମହିଳା ଜଣେ ଯୁବକଙ୍କ ଗୁପ୍ତାଙ୍ଗ କାଟି ଦେଇଥିବା ଅଭିଯୋଗ ହୋଇଛି।

କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନୂଆଗାଁରେ ଏହି ଘଟଣା ଘଟିଛି। ଆହତ ଯୁବକଙ୍କ ଘର ଝାରବେଡ଼ା ଗାଁରେ। ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହତ ଯୁବକଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ ବିବାହିତ ମହିଳାଙ୍କ ସହ ତାଙ୍କର ପ୍ରେମ ସଂପର୍କ ଥିଲା।

ମହିଳା ଜଣଙ୍କ ତାଙ୍କୁ ଘରକୁ ଡାକିଥିଲେ। ଗତକାଲି ରାତିରେ ସେ ଚେନ୍ନାଇରୁ ଆସି ସେଠାକୁ ଯାଇଥିଲେ। ମହିଳା ଜଣଙ୍କ ତାଙ୍କୁ ମଦ ପିଆଇଥିଲେ। ସେ ଶୋଇଥିବା ଅବସ୍ଥାରେ ମହିଳା ଜଣଙ୍କ ତାଙ୍କ ଗୁପ୍ତାଙ୍ଗକୁ କାଟି ଦେଇଥିଲେ।

ଆହତ ଯୁବକଙ୍କୁ ପ୍ରଥମେ ହରିଚନ୍ଦନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

ଅନ୍ୟପକ୍ଷରେ ଡିଏସ୍‌ପି ହରିଶଚନ୍ଦ୍ର ପାଣ୍ଡେ କହିଛନ୍ତି, ଯୁବକ ଜଣଙ୍କ ଉକ୍ତ ମହିଳାଙ୍କ ଘରେ ପଶି ବୋଧେ ଖରାପ କାମ କରିବାକୁ ଉଦ୍ୟମ କରିଥିଲେ। ଏଣୁ ଘର ଲୋକେ ତାକୁ ଧରି ତା’ର ଗୁପ୍ତାଙ୍ଗରେ ଆଘାତ ଦେଇଥିଲେ। ହରିଚନ୍ଦନପୁର ଥାନା ଘଟଣାର ତଦନ୍ତ କରୁଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story