ପରକୀୟା ପ୍ରୀତିକୁ ନେଇ ମହିଳାଙ୍କ ତଣ୍ଟି କାଟି ଦେଲେ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବାରି‌ଆ ଥାନା ଅନ୍ତର୍ଗତ ସଡିଙ୍ଗ ଗାଁରେ ବିଭତ୍ସକାଣ୍ଡ ଘଟିଛି। ଜଣେ ବିବାହିତା ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ମହିଳା ଜଣଙ୍କ ସକୁନ୍ତଳା ମହାକୁଡ଼। ପରକୀୟା ପ୍ରୀତିରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏନେଇ ପୋଲିସ୍ ଅଭିଯୁକ୍ତ ସୁଦାମ ଚରଣ ସାହୁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ପୋଲିସ୍‌ ପକ୍ଷରୁ କୁହାଯାଇଛି ଯେ- ଗତକାଲି ରାତି ପ୍ରାୟ ୯ଟା ବେଳେ ଏହି ହତ୍ୟାକାଣ୍ଡ ଘଟିଛି। ସୁଦାମ ସହ ସକୁନ୍ତଳାଙ୍କ ସହ ଅନୈତିକ ସଂପର୍କ ଥିଲା। ଉଭୟଙ୍କ ମଧ୍ୟରେ କୌଣସି କଥା ନେଇ ବଚସା ହୋଇଥିଲା।ପରେ ସୁଦାମ ସକୁନ୍ତଳାଙ୍କୁ ବାଡ଼ି ପଛକୁ ଡାକି ଧାରୁଆ ଅସ୍ତ୍ରରେ ତଣ୍ଟିକାଟି ହତ୍ୟା କରିଥିଲା।

 

ଆହୁରି ପଢ଼ନ୍ତୁ

ସରକାରୀ କର୍ମଚାରୀଙ୍କ ୯ ଛୁଟି ବେକାର, ପାଇବେ ମୋଟ ୧୦୬ଦିନ ଛୁଟି

ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷ ହ୍ରାସ ପାଇଁ ଗଠନ ହେବ ଟାସ୍କଫୋର୍ସ

ମୈଦାନରେ କ୍ୟାଂପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା

ସରକାରୀ କଳର ଦୁରୂପଯୋଗ କରୁଛି ବିଜେଡି, ଫେରାଦ ହେଲା ବିଜେପି

ନୟାଗଡ଼ରେ ନକଲି ଟଙ୍କା ଛପା କାରଖାନା

ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ଆଇନ: ଦାୟିତ୍ୱରେ ରହିବେ ଆଇଏଏସ୍

ସିନ୍ଦୂର ପୋଛିଦେଲା ଲୌହ ମାନବ, କାନ୍ଧ ଉପରେ ଗର୍ଭବତୀ ଝିଅ 

କୋଭିଡ୍ ଚିକିତ୍ସା ପାଇଁ କିମ୍ସ ନେଇଛି ୪୦ କୋଟି

କାର୍ତ୍ତିକ ମାସରୁ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

ସାଙ୍ଗ ହୋଇ ସ୍କୁଟିରେ ଚାଲିଗଲେ ୩ ଜଣ

ପାର୍ବଣରେ ବଢ଼ିପାରେ କରୋନା ସଂକ୍ରମଣ, ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଅମାନିଆଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ