ଆଶା, ଅଙ୍ଗନବାଡ଼ି କର୍ମୀଙ୍କୁ କରୋନା; ମାର୍ଶାଘାଇ ଓ ପେଣ୍ଠପାଳ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୮ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ (ଟିଏମ୍‌ସି)ରେ ନିୟୋଜିତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଅଛନ୍ତି ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ। ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ହାଇସ୍କୁଲରେ ହୋଇଥିବା କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଏମାନେ ନିୟୋଜିତ ହୋଇଥିଲେ। ଏମାନଙ୍କ ଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିଲା। ତେବେ ନମୁନା ପରୀକ୍ଷା […]

corona1

corona1

Jitendra Garnayak
  • Published: Sunday, 31 May 2020
  • Updated: 31 May 2020, 12:05 PM IST

Sports

Latest News

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୮ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ (ଟିଏମ୍‌ସି)ରେ ନିୟୋଜିତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଅଛନ୍ତି ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ।

ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ହାଇସ୍କୁଲରେ ହୋଇଥିବା କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଏମାନେ ନିୟୋଜିତ ହୋଇଥିଲେ। ଏମାନଙ୍କ ଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିଲା। ତେବେ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ୍ ଆସିଛି।
ଅନ୍ୟପକ୍ଷରେ ଏହି ରିପୋର୍ଟ ଆସିବା ପରେ ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ୪୮ ଘଣ୍ଟା ପାଇଁ ଏହି ଦୁଇ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନ୍ୟ ୧୨ ଜଣ ଗୁଜରାଟ, କର୍ଣ୍ଣାଟକ ଓ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦ ଜଣ ସୁସ୍ଥ ହୋଇସାରିଛନ୍ତି। ବାକି ୪୯ ଜଣଙ୍କ ଚିକିତ୍ସା ଚାଲିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story