ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ

କଟକ (ଓଡ଼ିଶା ରିପୋର୍ଟର): ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ପ୍ରକ୍ରିୟା ଆରମ୍ଭ ହେବ। ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ମୋଟ୍‌ ୬୦ଟି କେନ୍ଦ୍ର ଖୋଲାଯାଇଛି। ଏଥର ୧୬ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ। ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୫ ତାରିଖରେ ଶେଷ ହେବ। ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ମୂଲ୍ୟାୟନ ଉପରେ ବିଶେଷ ଗୁରୁତ୍ୱ ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ।  

girls-1,,,,,00000000000

Tapaswini Nayak
  • Published: Monday, 25 March 2019
  • , Updated: 25 March 2019, 09:09 AM IST

କଟକ (ଓଡ଼ିଶା ରିପୋର୍ଟର): ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ପ୍ରକ୍ରିୟା ଆରମ୍ଭ ହେବ। ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ମୋଟ୍‌ ୬୦ଟି କେନ୍ଦ୍ର ଖୋଲାଯାଇଛି। ଏଥର ୧୬ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ।

ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୫ ତାରିଖରେ ଶେଷ ହେବ। ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ମୂଲ୍ୟାୟନ ଉପରେ ବିଶେଷ ଗୁରୁତ୍ୱ ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ।

 

Related story