କାଲିଠୁ ମ୍ୟାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ମ୍ୟାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ।  ସକାଳ ୧୦ରୁ ଦିନ ୩ଟା ମଧ୍ୟରେ ଖାତା ମୂଲ୍ୟାୟନ ହେବ। ସାମାଜିକ ଦୂରତ୍ୱ ବଜାୟ ପାଇଁ କମ୍ ପରୀକ୍ଷକ ଖାତା ଦେଖିବେ।ଏହି  ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା। ସେ କହିଛନ୍ତି ଯେ, ଖାତା ଦେଖା କେନ୍ଦ୍ରରେ ସାମାଜିକ ଦୂରତା ସହ ସାନିଟାଇଜର ବ୍ୟବହାର ଉପରେ ଜୋର ଦିଆଯାଇଛି। ପୂର୍ବରୁ ମାର୍ଚ୍ଚ ୧୯ ତାରିଖରେ ଗୋଟିଏ ଦିନ ପାଇଁ ମୂଲ୍ୟାୟନ […]

matric-1-1

matric-1-1

Tapaswini Nayak
  • Published: Monday, 25 May 2020
  • Updated: 25 May 2020, 02:52 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ମ୍ୟାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ।  ସକାଳ ୧୦ରୁ ଦିନ ୩ଟା ମଧ୍ୟରେ ଖାତା ମୂଲ୍ୟାୟନ ହେବ। ସାମାଜିକ ଦୂରତ୍ୱ ବଜାୟ ପାଇଁ କମ୍ ପରୀକ୍ଷକ ଖାତା ଦେଖିବେ।ଏହି  ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା।

ସେ କହିଛନ୍ତି ଯେ, ଖାତା ଦେଖା କେନ୍ଦ୍ରରେ ସାମାଜିକ ଦୂରତା ସହ ସାନିଟାଇଜର ବ୍ୟବହାର ଉପରେ ଜୋର ଦିଆଯାଇଛି। ପୂର୍ବରୁ ମାର୍ଚ୍ଚ ୧୯ ତାରିଖରେ ଗୋଟିଏ ଦିନ ପାଇଁ ମୂଲ୍ୟାୟନ ହୋଇଥିଲା।  କିନ୍ତୁ କରୋନା ପାଇଁ ଲକ୍‌ଡାଉନ ହେବାରୁ ଖାତା ଦେଖା ସ୍ଥଗିତ ରହିଥିଲା।

ଏହାପରେ ମେ’ ୨୦ ରେ ଖାତା ଦେଖା ହେବ ବୋଲି ସ୍ଥିର ହୋଇଥିଲା । ହେଲେ ଅମ୍ଫାନ  ବାତ୍ୟା ପାଇଁ ଏହା ମେ ୨୧କୁ ପରିବର୍ତ୍ତନ କରାଯାଇଥିଲା। କିଛି ଅଞ୍ଚଳରେ ବାତ୍ୟା ପ୍ରଭାବ ଯୋଗୁଁ ଖାତା ଦେଖାକୁ ଅର୍ନିଦ୍ଦିଷ୍ଟ କାଳ ସ୍ଥଗିତ ରଖାଯାଇଥିଲା । ଶେଷରେ ମେ ୨୬ ତାରିଖରୁ ଖାତା ଦେଖା ପାଇଁ ସ୍ଥିର ହୋଇଥିଲା । ୪୫ ଦିନ ଭିତରେ ଫଳାଫଳ ବାହାରିବ ବୋଲି କୁହାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଖାତାଦେଖା ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story