ଶେଷ ହେଲା ମାଟ୍ରିକ ପରୀକ୍ଷା

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଫେବ୍ରୁଆରୀ ୨୩ରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଅନ୍ତିମ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଇଛନ୍ତି ପରିକ୍ଷାର୍ଥୀ।&nbsp; ସକାଳୁ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୧ଟା ୩୦ରେ ସରିଥିଲା।&nbsp; ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ଟି କେନ୍ଦ୍ରରେ ପରୀକ୍ଷା ହୋଇଛି।</p> <p>କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍&zwnj; ଗଠନ ସତ୍ତ୍ୱେ ଚଳିତବର୍ଷର ମାଟ୍ରିକ ପରୀକ୍ଷା ବିବାଦୀୟ ହୋଇପଡ଼ିଥିଲା।&nbsp; ସଂସ୍କୃତକୁ ଛାଡ଼ିଦେଲେ ଅଧିକାଂଶ ବିଷୟର ପ୍ରଶ୍ନପତ୍ର ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ଆଜି ପରୀକ୍ଷାର ଶେଷ ଦିନରେ ମଧ୍ୟ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଢେଙ୍କାନାଳ ଜିଲ୍ଲାର କାମାକ୍ଷାନଗର ଓ ଜଗତସିଂହପୁର ଅଞ୍ଚଳରେ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ର ହ୍ୱାଟସ୍&zwnj; ଆପ୍&zwnj;ରେ ବୁଲୁ ଥିବା ଦେଖିବାକୁ ମିଳିଛି।</p>

Ordigital Desk
  • Published: Thursday, 08 March 2018
  • Updated: 08 March 2018, 01:09 PM IST
<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଫେବ୍ରୁଆରୀ ୨୩ରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଅନ୍ତିମ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଇଛନ୍ତି ପରିକ୍ଷାର୍ଥୀ।&nbsp; ସକାଳୁ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୧ଟା ୩୦ରେ ସରିଥିଲା।&nbsp; ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ଟି କେନ୍ଦ୍ରରେ ପରୀକ୍ଷା ହୋଇଛି।</p><p>କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍&zwnj; ଗଠନ ସତ୍ତ୍ୱେ ଚଳିତବର୍ଷର ମାଟ୍ରିକ ପରୀକ୍ଷା ବିବାଦୀୟ ହୋଇପଡ଼ିଥିଲା।&nbsp; ସଂସ୍କୃତକୁ ଛାଡ଼ିଦେଲେ ଅଧିକାଂଶ ବିଷୟର ପ୍ରଶ୍ନପତ୍ର ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ଆଜି ପରୀକ୍ଷାର ଶେଷ ଦିନରେ ମଧ୍ୟ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଢେଙ୍କାନାଳ ଜିଲ୍ଲାର କାମାକ୍ଷାନଗର ଓ ଜଗତସିଂହପୁର ଅଞ୍ଚଳରେ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ର ହ୍ୱାଟସ୍&zwnj; ଆପ୍&zwnj;ରେ ବୁଲୁ ଥିବା ଦେଖିବାକୁ ମିଳିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos