ଆଜି ସରିବ ମାଟ୍ରିକ ପରୀକ୍ଷା

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ସରିବ ମାଟ୍ରିକ ପରୀକ୍ଷା। ଅନ୍ତିମ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ଟି କେନ୍ଦ୍ରରେ ପରୀକ୍ଷା ହୋଇଛି। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍&zwnj; ଗଠନ ସତ୍ତ୍ୱେ ମାଟ୍ରିକ ପରୀକ୍ଷା ବିବାଦରୁ ଦୂରେଇ ପାରି ନାହିଁ।</p> <p>ସଂସ୍କୃତକୁ ଛାଡ଼ିଦେଲେ ଅଧିକାଂଶ ବିଷୟର ପ୍ରଶ୍ନପତ୍ର ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ଯାହାକୁ ନେଇ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବିବାଦୀୟ ହୋଇପଡ଼ିଛି। ଫେବ୍ରୁଆରୀ ୨୩ରୁ ଆରମ୍ଭ ହୋଇଥିଲା ପରୀକ୍ଷା।</p>

Ordigital Desk
  • Published: Thursday, 08 March 2018
  • Updated: 08 March 2018, 07:43 AM IST

Sports

Latest News

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ସରିବ ମାଟ୍ରିକ ପରୀକ୍ଷା। ଅନ୍ତିମ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ଟି କେନ୍ଦ୍ରରେ ପରୀକ୍ଷା ହୋଇଛି। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍&zwnj; ଗଠନ ସତ୍ତ୍ୱେ ମାଟ୍ରିକ ପରୀକ୍ଷା ବିବାଦରୁ ଦୂରେଇ ପାରି ନାହିଁ।</p><p>ସଂସ୍କୃତକୁ ଛାଡ଼ିଦେଲେ ଅଧିକାଂଶ ବିଷୟର ପ୍ରଶ୍ନପତ୍ର ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ଯାହାକୁ ନେଇ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବିବାଦୀୟ ହୋଇପଡ଼ିଛି। ଫେବ୍ରୁଆରୀ ୨୩ରୁ ଆରମ୍ଭ ହୋଇଥିଲା ପରୀକ୍ଷା।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos