ଶଟ୍‌ଡାଉନ୍ ଘୋଷିତ ୧୧ ଜିଲ୍ଲାରେ ମ୍ୟାଟ୍ରିକ ଖାତା ମୂଲ୍ୟାୟନ ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇ ଦିନିଆ ଶଟ୍‌ଡାଉନ୍‌ ଆରମ୍ଭ ହୋଇଛି। ସବୁଠୁ ଅଧିକ କରୋନା ପ୍ରଭାବିତ ହୋଇଥିବା ୧୧ଟି ଜିଲ୍ଲାରେ ଜୁନ୍‌ ମାସର ପ୍ରତି ଶନିବାର ଓ ରବିବାର ଦୁଇ ଦିନ ଶଟ୍‌ଡାଉନ୍‌ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ୧୧ଟି ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ବଲାଙ୍ଗିର। ଏହି ସବୁ ଜିଲ୍ଲାର ବିନା କୌଣସି କାମରେ ଲୋକେ  ଯେପରି […]

bord-office

bord-office

Jyoshna Pradhan
  • Published: Saturday, 06 June 2020
  • Updated: 06 June 2020, 01:08 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇ ଦିନିଆ ଶଟ୍‌ଡାଉନ୍‌ ଆରମ୍ଭ ହୋଇଛି। ସବୁଠୁ ଅଧିକ କରୋନା ପ୍ରଭାବିତ ହୋଇଥିବା ୧୧ଟି ଜିଲ୍ଲାରେ ଜୁନ୍‌ ମାସର ପ୍ରତି ଶନିବାର ଓ ରବିବାର ଦୁଇ ଦିନ ଶଟ୍‌ଡାଉନ୍‌ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ୧୧ଟି ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ବଲାଙ୍ଗିର। ଏହି ସବୁ ଜିଲ୍ଲାର ବିନା କୌଣସି କାମରେ ଲୋକେ  ଯେପରି ଘରୁ ନବାହାରିବେ ସେ ନେଇ  ପୁଲିସ୍‌ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯାଉଛି।

ଏଥିସହ ଶଟ୍‌ଡାଉନ୍‌ ଘୋଷିତ ଏହି ଜିଲ୍ଲା ଗୁଡ଼ିକରେ ଶନି ଓ ରବିବାର ଦିନ ମ୍ୟାଟ୍ରିକ ଖାତା ମୂଲ୍ୟାୟନ ବନ୍ଦ ରହିବ। ଆଜି ଶଟ୍‌ଡାଉନ୍ ଘୋଷିତ ୧୧ ଜିଲ୍ଲାରେ ଖାତା ମୂଲ୍ୟାୟନ ହେଉନି। କାଲି ବି ଖାତା ମୂଲ୍ୟାୟନ ହେବ ନାହିଁ।  ହେଲେ ଅନ୍ୟ ସବୁ ଜିଲ୍ଲାରେ ଶନି ଓ ରବିବାର ଖାତା ମୂଲ୍ୟାୟନ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ମେ’ ୨୬ ତାରିଖରୁ ରାଜ୍ୟରେ ମ୍ୟାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story