Advertisment

ବଦଳିଲା ମାଟ୍ରିକ୍‌ ପରୀକ୍ଷା ଢାଞ୍ଚା

ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି ।

author-image
Manoj Swain

ବଦଳିଲା ମାଟ୍ରିକ୍‌ ପରୀକ୍ଷା ଢାଞ୍ଚା। କରୋନା ପାଇଁ ଗତ ଦୁଇ ବର୍ଷ ଧରି ନବମ ଓ ଦଶମରେ ହେଉଥିବା ସମ୍ମେଟିଭ୍‌ ପରୀକ୍ଷା ଆଉ ହେବନାହିଁ। କିନ୍ତୁ ଇଣ୍ଟରନାଲ୍‌ ଆସେସ୍‌ମେଣ୍ଟ ଓ ହାପ୍‌ ଇଅଲି ପରୀକ୍ଷା ହେବ। ଏଥିସହ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ହେବ ବୋଲି ସୂଚନା ଦେଇଛନ୍ତି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି। ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରା ଏହି ସୂଚନା ଦେଇଛନ୍ତି ।

Advertisment
Odisha Matric Exam