କଟକ(ଓଡ଼ିଶା ରିପୋର୍ଟର): ଫେବୃଆରୀ ୨୨ ତାରିଖରୁ ଚଳିତବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୮୩୦ ସେଣ୍ଟରରେ ୫ଲକ୍ଷ ୪୫ ହଜାର ୩୬୪ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।
ପରୀକ୍ଷାର୍ଥୀ ଫେବୃଆରୀ ୮ରୁ ୱେବ୍ ସାଇଟରୁ ଆଡମିଟ କାର୍ଡ ପାଇପାରିବେ। ମାର୍ଚ୍ଚ ୮ ଯାଏ ପରୀକ୍ଷା ଚାଲିବ।
କଟକ(ଓଡ଼ିଶା ରିପୋର୍ଟର): ଫେବୃଆରୀ ୨୨ ତାରିଖରୁ ଚଳିତବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୮୩୦ ସେଣ୍ଟରରେ ୫ଲକ୍ଷ ୪୫ ହଜାର ୩୬୪ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପରୀକ୍ଷାର୍ଥୀ ଫେବୃଆରୀ ୮ରୁ ୱେବ୍ ସାଇଟରୁ ଆଡମିଟ କାର୍ଡ ପାଇପାରିବେ। ମାର୍ଚ୍ଚ ୮ ଯାଏ ପରୀକ୍ଷା ଚାଲିବ।
matric-exam-134