୨ ବର୍ଷ ପରେ ଅଫ୍‌ଲାଇନ୍‌ରେ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ  । ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାର୍ଡର ବ୍ୟବସ୍ଥା ହୋଇଛି । ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ଏଥର ଦ୍ୱିତୀୟ ସିଟିଂରେ ପରୀକ୍ଷା ନ କରିବାକୁ ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ […]

exam

exam

Niharika Rout
  • Published: Friday, 29 April 2022
  • Updated: 29 April 2022, 12:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ  । ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାର୍ଡର ବ୍ୟବସ୍ଥା ହୋଇଛି । ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ଏଥର ଦ୍ୱିତୀୟ ସିଟିଂରେ ପରୀକ୍ଷା ନ କରିବାକୁ ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ ।

ଏଥିସବ ସବୁ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟାପ୍ତ ପାନୀୟ ଜଳ ଓ ନିରବଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇବାକୁ ବି ନିଷ୍ପତ୍ତି ହୋଇଛି । କୋଭିଡ ନିୟମ ଅନୁସାରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଓ ସିଟିଂ ଆରେଞ୍ଜମେଣ୍ଟ ବ୍ୟବସ୍ଥା ମଧ୍ୟ କରାଯାଇଛି

ପ୍ରଥମ ଦିନ ସକାଳ ୭ଟାରୁ ଏବଂ ଅନ୍ୟ ଦିନ ୭ଟା ୧୫ରୁ ଖୋଲିବ ପରୀକ୍ଷା କେନ୍ଦ୍ର । ପିଲାଙ୍କୁ ପରୀକ୍ଷା ଆରମ୍ଭର ୧୫ ମିନିଟ୍ ପୂର୍ବରୁ ଅର୍ଥାତ ସକାଳ ୭ଟା ୪୫ରେ ପ୍ରଶ୍ନପତ୍ର ଦିଆଯିବ । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ପରୀକ୍ଷା ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଚାଲିବ ଏବଂ ପାର୍ଟ-୨ ପରୀକ୍ଷା ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ।  କେବଳ ଗଣିତରେ ପିଲାଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ସମସ୍ତ ପରୀକ୍ଷାକୁ ଗୋଟିଏ ସିଟିଂରେ ସୀମିତ ରଖାଯାଇଛି ।

ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ବାରଣ କରାଯାଇଛି  । ଛାତ୍ରଛାତ୍ରୀ, ପରୀକ୍ଷା ଦାୟିତ୍ୱରେ ଥିବା ଶିକ୍ଷକଶିକ୍ଷୟିତ୍ରୀ ଏପରିକି କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ମଧ୍ୟ ପରୀକ୍ଷା ସମୟରେ ମୋବାଇଲ୍ ବ୍ୟବହାର କରିପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି  ।

ଶୃଙ୍ଖଳିତ ପରୀକ୍ଷା ପରିଚାଳନା ପାଇଁ ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ, ଜିଲ୍ଲା ପ୍ରଶାସନ ପକ୍ଷରୁ ୪ସ୍ତରୀୟ ସ୍କ୍ୱାଡ୍ ଗଠନ କରାଯାଇଛି  । ପରୀକ୍ଷା ସରିବାର ୨ ଘଣ୍ଟା ମଧ୍ୟରେ ପରୀକ୍ଷା ସଂପର୍କିତ ସମସ୍ତ ସୂଚନା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ବୋର୍ଡ କାର୍ଯ୍ୟାଳୟକୁ ଅନ୍‌ଲାଇନ୍‌ରେ ପଠାଇବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story