କଟକ(ଓଡ଼ିଶା ରିପୋର୍ଟର):ଆଜି ପ୍ରକାଶ ପାଇଛି ମ୍ୟାଟ୍ରିକ୍ ପରୀକ୍ଷା ଫଳ। ହେଲେ ଗତ ବର୍ଷ ତୁଳନାରେ ଏଥର ପାସ୍ ହାର ନୈରାଶଜନକ ରହିଛି। ଏଥର ୭୦.୭୮ ପ୍ରତିଶତ ପାସ୍ ହାର ରହିଛି। ତେବେ ଆସନ୍ତା ବର୍ଷରୁ ମ୍ୟାଟ୍ରିକ୍ ପରୀକ୍ଷାକୁ ଅଧିକ କଡ଼ାକଡ଼ି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ପ୍ରଶ୍ନପତ୍ର ଭାଇରାଲ୍ ରୋକିବା ନେଇ ଗଣଶିକ୍ଷା ପ୍ରମୁଖ ସଚିବ କହିଛନ୍ତି,“ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯିବ। ପ୍ରତି ପ୍ରଶ୍ନପତ୍ରରେ ଏକ ସିକ୍ରେଟ୍ କୋଡ୍ ରହିବ। ପ୍ରଶ୍ନପତ୍ର ଭାଇରାଲ୍ ହେଲେ ସମ୍ପୃକ୍ତ ପରୀକ୍ଷାର୍ଥୀ ଚିହ୍ନଟ ହୋଇପାରିବେ। କେଉଁ ସ୍କୁଲ୍ରୁ ଭାଇରାଲ ହୋଇଛି ତାହା ସହଜରେ ଜଣାପଡ଼ିବ।
ସେ ଆହୁରି କହିଛନ୍ତି,“ ମ୍ୟାଟ୍ରିକ ଓ ମଧ୍ୟମା ବ୍ୟତୀତ ଅନ୍ୟ ପରୀକ୍ଷା ଅନଲାଇନ୍ରେ ହେବ। ସେହିପରି OTET ଓ OSSTET ପରୀକ୍ଷା ମଧ୍ୟ ଏଣିକି ଅନଲାଇନ୍ରେ ହେବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।