ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା

କଟକ (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ମାର୍ଚ୍ଚ ୧୦ରୁ  ଆରମ୍ଭ ହେବ ମାଟ୍ରିକ ପରୀକ୍ଷା।  ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି। ଚଳିତ ବର୍ଷ ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା ଶେଷ ହୋଇଯାଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇନି। ଆସନ୍ତା ୧୦ ଦିନ ଭିତରେ ସମେଟିଭ-୧ ପରୀକ୍ଷାର ଫଳ ବାହାରିବ । ଯେଉଁମାନେ ସମେଟିଭ-୧ ପରୀକ୍ଷା ଦେଇଛନ୍ତି ସେମାନେ ସମେଟିଭ-୨ ପରୀକ୍ଷା […]

Exam

Exam

Niharika Rout
  • Published: Thursday, 05 January 2023
  • Updated: 05 January 2023, 05:41 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ମାର୍ଚ୍ଚ ୧୦ରୁ  ଆରମ୍ଭ ହେବ ମାଟ୍ରିକ ପରୀକ୍ଷା।  ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି।

ଚଳିତ ବର୍ଷ ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା ଶେଷ ହୋଇଯାଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇନି। ଆସନ୍ତା ୧୦ ଦିନ ଭିତରେ ସମେଟିଭ-୧ ପରୀକ୍ଷାର ଫଳ ବାହାରିବ । ଯେଉଁମାନେ ସମେଟିଭ-୧ ପରୀକ୍ଷା ଦେଇଛନ୍ତି ସେମାନେ ସମେଟିଭ-୨ ପରୀକ୍ଷା ଦେବାକୁ ଯୋଗ୍ୟ ବିବେଚିତ ହେବେ। ସମେଟିଭ-୧ ପରୀକ୍ଷା ଦେଇ ନ ଥିବା ପିଲାମାନେ ବି ସମେଟିଭ-୨ ପରୀକ୍ଷା ଦେବାକୁ ଯୋଗ୍ୟ। କିନ୍ତୁ  ସମେଟିଭ-୧ ପରୀକ୍ଷାର ମାର୍କ ସେମାନଙ୍କ ମାର୍କରୁ ବାଦ୍‌ ପଡ଼ିବ। ଉଭୟ ସମେଟିଭ ପରୀକ୍ଷାର ପାର୍ଟନ ସମାନ।

ମାଟ୍ରିକ ପରୀକ୍ଷା ପାଇଁ ଖୁବ୍‌ ଶୀଘ୍ର ଅନଲାଇନ୍‌ରେ ଫର୍ମ ଫିଲ୍‌ ଅପ୍‌ ହେବ । ବିଭିନ୍ନ ଦେଶରେ କରୋନା ବ୍ୟାପୁଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅଫ୍‌ଲାଇନ୍‌ ପରୀକ୍ଷାକୁ ନେଇ ଶଙ୍କା ସୃଷ୍ଟି ହୋଇଥିଲା। କିନ୍ତୁ ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରାଯିବା ପରେ ପିଲାଙ୍କ ଦ୍ୱନ୍ଦ୍ୱ ଦୂର ହୋଇଛି। ଗତବର୍ଷ ପରି ଚଳିତ ବର୍ଷ ବି ନକ୍ସଲ ପ୍ରଭାବିତ ଅଞ୍ଚଳରେ ପୁଲିସ୍‌ ଷ୍ଟେଶନରେ ୨୨ଟି ନୋଡ଼ାଲ ସେଣ୍ଟର ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ୧୦ରୁ ୧୭ ତାରିଖ ମଧ୍ୟରେ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି।

ସେହିପରି ନବମ ଶ୍ରେଣୀ ପରୀକ୍ଷା ପାଇଁ ମଧ୍ୟ ତାରିଖ ଘୋଷଣା କରାଯାଇଛି।  ଫେବୃଆରୀ ୨୦ରୁ ୨୫ ପର୍ଯ୍ୟନ୍ତ ନବମ ଶ୍ରେଣୀ ପରୀକ୍ଷା ହେବ ବୋଲି ଘୋଷଣା ହୋଇଥିବା ବେଳେ ଫେବୃଆରୀ ୨୨ରୁ ୨୮ ପର୍ଯ୍ୟନ୍ତ ମୂଲ୍ୟାୟନ କରାଯିବ । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story