ଆଜିଠୁ ମ୍ୟାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଉ କିଛି ସମୟ ପରେ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଚଳିତ ଥର ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ଦେବେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ରାଜ୍ୟର ସମସ୍ତ ୩୦୪ ନୋଡାଲ ସେଣ୍ଟରରେ ବୁଧବାର ସନ୍ଧ୍ୟାରୁ ପ୍ରଶ୍ନପତ୍ର ପହଞ୍ଚି ସାରିଛି। ଆଜି ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପଠାଯାଉଛି। ପରୀକ୍ଷାରେ ଅସାଧୁ କାରବାର ରୋକିବାକୁ ଏଥର ୫୮ଟି ଫ୍ଲାଇଂ ସ୍କ୍ୱାଡ୍, ୪୪ଟି ସ୍ୱତନ୍ତ୍ର […]

EXAM

EXAM

Rakesh Mallick
  • Published: Friday, 22 February 2019
  • Updated: 22 February 2019, 08:00 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଉ କିଛି ସମୟ ପରେ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଚଳିତ ଥର ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ୫ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ ଦେବେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ରାଜ୍ୟର ସମସ୍ତ ୩୦୪ ନୋଡାଲ ସେଣ୍ଟରରେ ବୁଧବାର ସନ୍ଧ୍ୟାରୁ ପ୍ରଶ୍ନପତ୍ର ପହଞ୍ଚି ସାରିଛି। ଆଜି ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପଠାଯାଉଛି। ପରୀକ୍ଷାରେ ଅସାଧୁ କାରବାର ରୋକିବାକୁ ଏଥର ୫୮ଟି ଫ୍ଲାଇଂ ସ୍କ୍ୱାଡ୍, ୪୪ଟି ସ୍ୱତନ୍ତ୍ର ସ୍କ୍ୱାଡ୍ ଗଠନ କରାଯାଇଛି।

ସେହିପରି ପ୍ରତି ଜୋନରେ ଗୋଟିଏ ଲେଖାଏ ସ୍କ୍ୱାଡ୍ ବୁଲିବା ସହ ଜିଲ୍ଲାପାଳମାନେ ନିଜେ ସ୍କ୍ୱାଡ୍ ଗଠନ କରି ସେଣ୍ଟର ଯାଞ୍ଚ୍ ଲାଗି କ୍ଷମତା ଦିଆଯାଇଛି। ଆଜି ସକାଳ ୮ ଟା ୩୦ ଭିତରେ ପ୍ରଶ୍ନପତ୍ର ସମସ୍ତ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ସକାଳ ୯ଟାରୁ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀଙ୍କୁ ପ୍ରବେଶ ଅନୁମତି ମିଳିବ। ଅନ୍ୟଦିନ ୯ଟା ୧୫ରେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ ଛାତ୍ରଛାତ୍ରୀ। ୯ଟା ୩୦ରେ OMR ସିଟ୍ ଓ ୯ଟା ୪୫ରେ ପ୍ରଶ୍ନପତ୍ର ଦିଆଯିବ। ପରୀକ୍ଷା ୧୦ଟାରୁ ଆରମ୍ଭ ହୋଇ ସାଢେ ୧୨ଟାରେ ଶେଷ ହେବ।

ଗଣିତ ବିଷୟ ପାଇଁ ପିଲାଙ୍କୁ ଅଧିକ ୧୫ ମିନିଟ୍ ସମୟ ମିଳିବ। ଚଳିତବର୍ଷ ସବଜେକ୍ଟିଭ୍ ପାଇଁ ୪ଟି ଓ ଅବଜେକ୍ଟିଭ୍ ପାଇଁ ୪ଟି ଲେଖାଏ ସମାନ୍ତରାଳ ସେଟ୍ ପ୍ରଶ୍ନପତ୍ର କରାଯାଇଛି। ପରୀକ୍ଷାର୍ଥୀଙ୍କୁ ଉଭୟ ସବଜେକଟିଭ୍ ଓ ଅବଜେକ୍ଟିଭ୍‌ରେ ପାସ୍ ଲାଗି ଅତିକମ୍‌ରେ ୧୫ ମାର୍କ ଲେଖାଏ ରଖିବାକୁ ପଡ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story